ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ପାଠକଙ୍କୁ ଗତବର୍ଷ ଭିଜିଲାନ୍ସ ବିଭାଗ ଗିରଫ କରିଥିଲା। ତାଙ୍କ ପୁଅ ଆକାଶଙ୍କୁ ମଧ୍ୟ ଠକେଇ ଅଭିଯୋଗରେ ଗିରଫ କରାଯାଇଛି। ଉଭୟ ପାଠକ ବାପପୁଅ ବର୍ତ୍ତମାନ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ...

ଭୁଶୁଡ଼ିଲା କାନ୍ଥ: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

କେନ୍ଦୁଝର,୨୦ା୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅଧୀନ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ବେହେରା ସାହିରେ ଏକ ଅଘଟଣ ଘଟିଛି। ଶୋଇଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଲଗାଣ...

ରାଜ୍ୟରେ ହେବ ଆଉ ୬ ନୂଆ ଥାନା

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ ଥାନା ଏବଂ ୯୦୫ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ଥିବା...

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ...

ବାଧୁଛି ବର୍ଦ୍ଧିତ ବିହନ ଦର

ବଇଣ୍ଡା,୧୭ା୬ ଶେଷ ରଜରେ ଓଡ଼ିଶା ଛୁଇଁଛି ମୌସୁମୀ। ଆଗ୍ରହର ସହ ଏହାକୁ ଅପେକ୍ଷା କରିଥିବା ଚାଷୀ ମୁହଁରେ ଫୁଟିଛି ହସ। ଏବେ ବର୍ଷକର ଆହାର ସଂଗ୍ରହ...

୨୯ରୁ ଆବେଦନ, ୩ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟର ସବୁ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୯...

ଯୁବକଙ୍କୁ କାବୁ କରିବାକୁ ଯାଇ ଆଇଆଇସିଙ୍କ ଗୋଡ଼ ଭାଙ୍ଗିଲା

ପାଟଣା,୨ା୨(ସ୍ବ.ପ୍ର.): କୁରାଢ଼ି ଧରି ଉତ୍ପାତ କରୁଥିବା ଜଣେ ଯୁବକଙ୍କୁ କାବୁ କରିବାକୁ ଯାଇ କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ରାଜେନ୍ଦ୍ର ସ୍ବାଇଁ ଆହତ ହୋଇଛନ୍ତି।...

ଜାତୀୟ ସାହସିକତା ପୁରସ୍କାର ପାଇଥିବା ୩ ଝିଅଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ଜଣଙ୍କ ପିଛା ଏକ ଲକ୍ଷ ଟଙ୍କା ଚେକ୍‌ ପ୍ରଦାନ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ନିପାଣିଆ ଗ୍ରାମ ନିକଟ ଖୋଳା ନଦୀରେ ଗତବର୍ଷ ଜାନୁୟାରୀ ୨ ତାରିଖରେ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯିବା କାରଣରୁ...

Advertisement
Archives

Model This Week