ବୁଦ୍ଧିମତ୍ତା ବଢ଼ାଇବା ପାଇଁ…

କୌଣସି କାର୍ଯ୍ୟକୁ ସହଜରେ ସମ୍ପାଦନ କରିବା ପାଇଁ ଆମକୁ ବୁଦ୍ଧି ଖଟାଇବାକୁ ପଡ଼ିଥାଏ। ତେଣୁ ବୁଦ୍ଧିମତ୍ତା ସବୁବେଳେ ପ୍ରଖର ରହିବା ନିହାତି ଦରକାର। ତେବେ ଏଥିପାଇଁ ଏକ ସହଜ ଉପାୟ ଆପଣେଇ ପାରନ୍ତି। କେବଳ ସେତିକି ନୁହେଁ, ଏହି ଉପାୟଟି ମଧ୍ୟ ହାତପାହାନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଭଲ ଅଭ୍ୟାସ। ଯଦି ଆପଣଙ୍କର ବ୍ୟବହାର ଉତ୍ତମ, ତେବେ ଏହାର ସୁପ୍ରଭାବ ବୁଦ୍ଧିମତ୍ତା ଉପରେ ପଡ଼ିଥାଏ ବୋଲି ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ‘ବୁଦ୍ଧିମତ୍ତା ଓ ଭଲ ଅଭ୍ୟାସ’ ଶୀର୍ଷକ ବିଷୟ ଉପରେ ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଏକଥା ଜଣାପଡ଼ିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନଙ୍କର ବ୍ୟବହାର ଉତ୍ତର ଥିଲା ସେହି ଅନୁସାରେ ସେମାନଙ୍କର ବୁଦ୍ଧିମତ୍ତା ପ୍ରଖର ରହୁଥିବାର ବିଶେଷଜ୍ଞମାନେ ଜାଣିବାକୁ ପାଇଥିଲେ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri