Posted inଫୁରସତ

୧୮୦ ବର୍ଷ ବଞ୍ଚିବା ପାଇଁ ଏହି ବ୍ୟକ୍ତି ପ୍ରତିଥର ଖର୍ଚ୍ଚ କରୁଛନ୍ତି ଏତିକି ଟଙ୍କା, ଜାଣିଲେ…

ଆମେରିକାର ଜଣେ କୋଟିପତି ତଥା ବ୍ୟବସାୟୀ ୧୮୦ ପର୍ଯ୍ୟନ୍ତ ବଞ୍ଚିବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏଠାକାର ୪୭ ବର୍ଷୀୟ ଡେଭ୍‌ ଏସ୍ପ୍ରେ ଦୀର୍ଘ ଜୀବନ ହାସଲ କରିବା ପାଇଁ ଏକ ସ୍ବତନ୍ତ୍ର ଉପାୟ ଖୋଜୁଛନ୍ତି। ଲାଇଫ୍‌ଷ୍ଟାଇଲ ଗୁରୁ ଭାବରେ ବେଶ୍‌ ପରିଚିତ ଡେଭ୍‌ଙ୍କ କହିବା ଅନୁଯାୟୀ, ଖୁବ୍‌ ଶୀଘ୍ର ବୟସ ବଢ଼ିବା ପଦ୍ଧତି ଘରେ ଘରେ ଲୋକପ୍ରିୟ ହୋଇଯିବ।

ଡେଭ୍‌ଙ୍କ କହିବା ଅନୁଯାୟୀ, ସେ ୨୧୫୩ ପର୍ଯ୍ୟନ୍ତ ଜୀବିତ ରହିବେ। ଦୀର୍ଘଦିନ ପର୍ଯ୍ୟନ୍ତ ବଞ୍ଚିବା ପାଇଁ ସେ ତାଙ୍କର ବାୟୋହ୍ୟାକିଂ ନାମ ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ କୋଲ୍ଡ କ୍ରାୟୋଥେରାପୀ ଚ୍ୟାମ୍ବରର ସେ ବ୍ୟବହାର କରୁଛନ୍ତି। କିଛି ସମୟ ଉପବାସ ମଧ୍ୟ ରହୁଛନ୍ତି। ଏହା ସହିତ ଷ୍ଟେମ ସେଲ୍‌ସ ବାହାର କରି ପୁଣିଥିରେ ନିଜ ଶରୀରରେ ଢାଳୁଛନ୍ତି। ଏଥିପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଏପରି କରିବା ପାଇଁ ସେ ପ୍ରତିଥର ୧୮ ଲକ୍ଷ ଟଙ୍କା ସେ ଖର୍ଚ୍ଚ କରୁଛନ୍ତି।


ଯେତେବେଳେ ଡେଭ୍‌ଙ୍କୁ ପଚରାଗଲା ତୁମେ ଦୀର୍ଘଦିନ କାହିଁକି ବଞ୍ଚିବାକୁ ଚାହୁଁଛ? ସେ କହିଲେ, ମୁଁ ଏଥିପ୍ରତି ଆଗ୍ରହୀ। ମୁଁ ଶୀଘ୍ର ମରିବାକୁ ଆଦୌ ଚାହେଁ ନାହିଁ। କାରଣ ମଣିଷ ବଞ୍ଚି ରହିଲେ ଯାହା ଚାହିଁବ ତାହା କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri