ତୋ ନା ରେ ମୋର ହଁ

ଚଳିତ ବର୍ଷର ନୂଆ ଓଡ଼ିଆ ସିନେମା ତାଲିକାରେ ଆଉ ଏକ ଟାଇଟଲ ସାମିଲ ହୋଇଛି। ତାହା ହେଲା ‘ତୋ ନା ରେ ମୋର ହଁ’। ଜୋକର ପ୍ଲସ ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହାର ମହୁରତ ନିକଟରେ ଅନୁଷ୍ଠିତ ହେବା ସହ ଶୁଟିଂ ମଧ୍ୟ ଆରମ୍ଭ ହୋଇଯାଇଛି। ଚିତ୍ରଟିର ପ୍ରଯୋଜନା କରିଛନ୍ତି ଅମୂଲ୍ୟ କୁମାର ଦାସ ଏବଂ ବୃନ୍ଦାବନ ଗୁରୁ। ଏହାର ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ଆଗଧାଡ଼ିର ନିର୍ଦ୍ଦେଶକ ସୁଧାଂଶୁ ସାହୁ। ସୁଜାତା ଦାସଙ୍କ କାହାଣୀକୁ ଆଧାର କରି ସଂଳାପ ରଚନା କରିଛନ୍ତି ଡ. ଦୀପକ ଜେନା। ଗୀତଗୁଡ଼ିକୁ ସ୍ବରରେ ସଜାଇଛନ୍ତି ଅଭିଜିତ ମଜୁମଦାର। ଏକ ତ୍ରିକୋଣୀୟ ପ୍ରେମ କାହାଣୀକୁ ଆଧାର କରି ଫିଲ୍ମଟି ନିର୍ମିତ ହେଉଛି। ଉକ୍ତ ସିନେମାର ନାୟକ ସାଜିଛନ୍ତି ସମ୍ବିତ ଏବଂ ତାଙ୍କ ଅପୋଜିଟ୍‌ରେ ଅଛନ୍ତି ରିୟା ଏବଂ କାବ୍ୟା କିରଣ। ଏମାନଙ୍କ ବ୍ୟତୀତ ମହାଶ୍ୱେତା ରାୟ, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, ଅସୀତ ପତି, ସୋମା ଭୌମିକ, ଅମର ମହାପାତ୍ର, ଅନୁପ ସାହା, ଶୀଲା ତ୍ରିପାଠୀ ଏବଂ ଜ୍ଞାନ ପ୍ରମୁଖ କଳକାରଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri