Posted inଜାତୀୟ

କଂଗ୍ରେସ ସରକାର କ୍ଷମତାକୁ ଫେରିବା ପାଇଁ ଶ୍ମଶାନରେ ତନ୍ତ୍ର ସାଧନା, ରହିଛି କମଲନାଥଙ୍କ ଫଟୋ, ସୋସିଆଲ ମିଡ଼ିଆରେ ଭାଇରାଲ…

ଉଜ୍ଜୟନୀ,୧୯।୧୦ : ମଧ୍ୟପ୍ରଦେଶରେ କଂଗ୍ରେସର ବିଜୟ ଏବଂ କ୍ଷମତାକୁ ଫେରିବା ପାଇଁ ନବରାତ୍ରୀରେ ଚକ୍ରତୀର୍ଥ ଶ୍ମଶାନରେ ତନ୍ତ ସାଧନା କରାଯାଉଛି। ତାନ୍ତ୍ରିକ ଭୟୁ ମହାରାଜ କହିଛନ୍ତି ଉଜ୍ଜୟନୀରେ କରାଯାଇଥିବା ତନ୍ତ୍ର ସାଧନା ଶୀଘ୍ର ଫଳାଫଳ ଦେଇଥାଏ, ସେଥିପାଇଁ ଲୋକମାନେ ତନ୍ତ୍ର ସାଧନା ପାଇଁ ଏଠାକୁ ଆସିଥାନ୍ତି ।

ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ବିଜୟ ପାଇଁ ତଥା ସରକାର ଗଠନ ହେବା ପରେ ମନ୍ତ୍ରୀ ପଦ ପାଇବା ଲାଗି ତାନ୍ତ୍ରିକ ପ୍ରୟୋଗ କରୁଛନ୍ତି। ରାଜ୍ୟରେ କଂଗ୍ରେସର ବିଜୟ ପାଇଁ କିଛି ଲୋକ ସାଧନା କରୁଛନ୍ତି। ତେଣୁ ରାଜ୍ୟ କଂଗ୍ରେସ ମୁଖ୍ୟ କମଲ ନାଥଙ୍କ ଚିତ୍ର ରଖି ସାଧନା କରାଯାଉଛି। ଏବେ ଏହା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।
ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପୋଲିସ ଅପରାଧୀଙ୍କ ଉପରେ କଟକଣା ଜାରି କରିଛି। ଆଚରଣ ସଂହିତାକୁ ଦୃଷ୍ଟିରେ ରଖି ଚିମନଗଞ୍ଜ ପୋଲିସ ୧୩୪ ଅପରାଧୀଙ୍କୁ ଓ୍ବାଣ୍ଡ ଓଭର କରିଛି।

ଟି ଆଇ ଆନନ୍ଦ ତିୱାରୀଙ୍କ ଅନୁଯାୟୀ ଆନନ୍ଦ ତିୱାରୀଙ୍କ ଅନୁଯାୟୀ ସମସ୍ତଙ୍କୁ ଗୋଟିଏ ବର୍ଷ ପାଇଁ ୫୦ ହଜାର ଟଙ୍କାର ବଣ୍ଡ ଦେବାକୁ କୁହାଯାଇଛି। ଯଦି ଏହି ସମୟ ମଧ୍ୟରେ ଅପରାଧୀମାନେ କୌଣସି ଅପରାଧ କରନ୍ତି, ତେବେ ସେମାନଙ୍କର ଟଙ୍କା ଜବତ ହେବା ସହିତ ସେମାନଙ୍କୁ ଜେଲକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri