Posted inUncategorized

ବନ୍ଧୁତ୍ୱକୁ ଦୃଢ଼ କରିବା ପାଇଁ…

ସୁଖ, ଦୁଃଖ, ବିପଦ, ଆପଦରେ ଯିଏ ନିଜର ସ୍ବାର୍ଥ ଭୁଲି ସାହାଯ୍ୟର ହାତ ବଢ଼ାଇ ଦିଏ ତାକୁ ହିଁ ପ୍ରକୃତ ବନ୍ଧୁ କୁହାଯାଏ। ହେଲେ ବେଳେବେଳେ ସାମାନ୍ୟ ଭୁଲ୍‌ ପାଇଁ ଏ ସମ୍ପର୍କରେ ଫାଟ ସୃଷ୍ଟି ହୋଇଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, କେତୋଟି କଥା ପ୍ରତି ଗୁରୁତ୍ୱ ଦେଲେ ବନ୍ଧୁତ୍ୱରେ ସହଜରେ ଫାଟ ସୃଷ୍ଟି ହେବନାହିଁ…

ଅନେକେ ଭାବୁଥିବେ ସାଙ୍ଗ ସହିତ ମିଶିକି ଏକାଠି ଖାଇଲେ ଭଲ ପାଇବା ବଢ଼ିଥାଏ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ସାଙ୍ଗକୁ ଅଇଁଠା ଖାଇବାକୁ ଦେଲେ ବନ୍ଧୁତାରେ କୁଆଡ଼େ ଫାଟ ସୃଷ୍ଟି ହୋଇଥାଏ।
ସାଙ୍ଗକୁ ରୁମାଲ, ପରଫ୍ୟୁମ୍‌ ଆଦି ଗିଫ୍ଟ ଦେବା ବି ବାସ୍ତୁଶାସ୍ତ୍ରରେ ମନା କରାଯାଇଛି। କାରଣ ଏହାଦ୍ୱାରା ବନ୍ଧୁ ଉପରେ ଥିବା ଭରସା କ୍ଷୁଣ୍ଣ ହୋଇଥାଏ ବୋଲି କୁହାଯାଏ।
ଘରର ମୁଖ୍ୟଦ୍ୱାରର ଭିତର ପାର୍ଶ୍ୱ ହେଉ ଅବା ବାହାର ପାର୍ଶ୍ୱରେ ଆବର୍ଜନା ଗଦେଇ ରଖିଲେ ବି ବନ୍ଧୁତ୍ୱରେ ଫାଟ ସୃଷ୍ଟି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
ସାଙ୍ଗମାନଙ୍କୁ କଳା ରଙ୍ଗର କୌଣସି ଜିନିଷ ଗିଫ୍ଟ ଆକାରରେ ଦେବା ବି ଠିକ୍‌ ନୁହେଁ। କାରଣ କଳା ରଙ୍ଗ ରାହୁକୁ ପ୍ରଭାବିତ କରିଥାଏ; ଯାହାକି ବନ୍ଧୁତ୍ୱ ପାଇଁ ଆଦୌ ଶୁଭପ୍ରଦ ନୁହେଁ।
ଶନିବାର ଦିନ ସାଙ୍ଗଠାରୁ ଟଙ୍କା ଧାର ଆଣିବେ ନାହିଁ କି ଦେବେ ନାହିଁ। ଝଗଡ଼ା ବି କରିବେ ନାହିଁ। ଏପରି କଲେ ଶନିଦେବଙ୍କର କୁଦୃଷ୍ଟି ଆପଣଙ୍କ ବନ୍ଧୁତ୍ୱ ଉପରେ ପଡ଼ିବ; ଯଦ୍ଦ୍ବାରା ସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ଦେଖାଦେବ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?