ରୋଗ ପ୍ରତିରୋଧକ ଶକ୍ତି ପାଇଁ ପିଅନ୍ତୁ ଗୋଲମରିଚ-ଲବଙ୍ଗ କାଢ଼ା: ଘରେ ଏପରି କରନ୍ତୁ ପ୍ରସ୍ତୁତ..

ସାରା ବିଶ୍ୱରେ କରୋନା କାୟା ଜାରି ରହିଛି। ଏଥିରେ ସଂକ୍ରମିତ ହୋଇ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଛି। ବିଶେଷକରି ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ବ୍ୟକ୍ତି କରୋନାରେ ପୀଡ଼ିତ ହେଲେ ମୃତ୍ୟୁ ସମ୍ଭାବନା ଅଧିକ ଥିବା ଡାକ୍ତର ତଥା ବିଶେଷଜ୍ଞମାନେ ମତ ରଖୁଛନ୍ତି। ଏସବୁ ମଧ୍ୟରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ଲାଗ ଭରପୁର ଭିଟାମିନ୍‌ ଥିବା ଖାଦ୍ୟ ଖାଇବା ଆବଶ୍ୟକ। ଏହାଛଡ଼ା କାଢ଼ା ମଧ୍ୟ ପିଇପାରିବେ। ଲବଙ୍ଗ ଏବଂ ଗୁଜରାତି ପକାଯାଇ ପ୍ରସ୍ତୁତ ହୋଇଥିବା କାଢ଼ା ରୋଗ ପ୍ରତିରୋଧକ ଶକ୍ତି ମଜଭୂତ କରିବାରେ ସହାୟକ ହୋଇଥାଏ। ଜାଣନ୍ତୁ ଏହାକୁ ପ୍ରସ୍ତୁତ କରିବାର ବିଧି ଏବଂ ସେବନ ପ୍ରଣାଳୀ:

କାଢ଼ା ପ୍ରସ୍ତୁତ ପାଇଁ ସାମଗ୍ରୀ:
-ଏକ ଚାମଚ ଗୋଲମରିଚ
-ଏକ ଚାମଚ ଲବଙ୍ଗ
-ଗୋଟିଏରୁ ଦୁଇଟି ଗୁଜରାତି
– ୨ ରୁ ୩ କିସ୍‌ମିସ
-ଡାଲଚିନି ଖଣ୍ଡ
-୭-୮ ତୁଳସୀ ପତ୍ର
-୨ରୁ ୩ ହଳଦୀ ଖଣ୍ଡ

କିପରି ପ୍ରସ୍ତୁତ କରିବେ: ପ୍ରଥମେ ଗୋଲମରିଚ, ଲବଙ୍ଗ, ଗୁଜରାତି, କିସ୍‌ମିସ୍‌, ଡାଲଚିନି ଏବଂ ହଳଦୀକୁ ଗରମ କରି ନିଅନ୍ତୁ। ପ୍ୟାନ୍‌ରେ ପାଣି ଗରମ କରି ଫୁଟାନ୍ତୁ। ଏହାପରେ ଗୁଣ୍ଡ ପାଉଡରକୁ ପକାଇ ୧୫ରୁ ୨୦ ମିନିଟ୍‌ ଫୁଟାନ୍ତୁ। ଏହା ହୋଇଯିବା ପରେ କାଢ଼ି ଛାଣି ଦିଅନ୍ତୁ। ହାଲ୍‌କା ଥଣ୍ଡା ହେବା ପରେ ପିଅନ୍ତୁ।

କେବେ ପିଇବେ କାଢ଼ା: ପ୍ରତ୍ୟେହ ସକାଳେ ଖାଲି ପେଟରେ କାଢ଼ା ପିଅନ୍ତୁ। ଏହାଛଡ଼ା ଖାଇବା ପରେ ମଧ୍ୟ ଏହାକୁ ପିଇପାରିବେ। ୨ ରୁ ୩ ଥର ପିଇବା ଦ୍ୱାରା ଶରୀର ମଜଭୂତ ହୋଇଥାଏ।

ଅନ୍ୟ ଉପାୟ:
-ଭିଟାମିନ୍‌ ଡି ଥିବା ଫଳ ସେବନ କରିପାରିବେ।
-ଦହି ଖାଇପାରିବେ।
-କ୍ଷୀର-ପନିର ଖାଇପାରିବେ।
-ରସୁଣ, ଅଶ୍ୱଗନ୍ଧା, ଅଦା ଖାଇପାରିବେ।
-ମହୁ ଅଥବା ତୁଳସୀ ପାଣି ପିଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri