ଛାତ୍ରୀଙ୍କୁ ଅପହରଣ

ଗଣିଆ,୧।୧୨(ଡି.ଏନ୍‌.ଏ.): କଲେଜ ଗେଟ୍‌ର ଅନତି ଦୂରରେ ଘଟିଛି ଅପହରଣ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏମିତି ଘଟଣା ଘଟିଛି ନୟାଗଡ଼ ଜିଲା ଗଣିଆ କଲେଜ ଗେଟଠାରୁ ଅନତି ଦୂରରେ।
ଦୁଇ ଜଣ ଛାତ୍ରୀ ଅପହରଣ ହୋଇଥିବା ନେଇ ପ୍ରଚାରିତ ହେବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ପିଲାମାନେ କ୍ଲାସ ଛାଡ଼ି କଲେଜ ଗେଟ ସମ୍ମୁଖରେ ଧାରଣାରେ ବସିଥିଲେ। ଅପହରଣ କରିଥିବା ଅଭିଯୁକ୍ତକୁ ଗିରଫ କରିବା ପାଇଁ ଦାବି କରିଥିଲେ। ଶେଷରେ ଖବର ଯାଇ ପହଞ୍ଚିଲା ଥାନାରେ। ପୋଲିସ କଲେଜରେ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲା। ମାତ୍ର ଛାତ୍ରୀଛାତ୍ରମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ପରେ ଗଣିଆ ତହସିଲଦାର କଲେଜରେ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଛାତ୍ରଛାତ୍ରୀମାନେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ...

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌: ଆଖିବୁଜିଲେ ୨

ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାରଙ୍ଗ/ନରାଜ,୧୧।୯(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ...

ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରା, ୮ ପରିବାର ସର୍ବସ୍ବାନ୍ତ

ଭଦ୍ରକ ଅଫିସ,୧୩।୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଶୋଳ ଶାଶନ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୮ଟି ପରିବାର ସର୍ବସ୍ବାନ୍ତ ହୋଇଛନ୍ତି।...

୩ ଦିନର କାମ ୩୦ ଦିନରେ ହେଲାନି

ଅନୁଗୋଳ ଅଫିସ, ୨୩।୫: ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଏପ୍ରିଲ ୨୨ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ ବୈଠକକୁ ମାସେ ପୂରିଗଲାଣି। ହେଲେ ନିୟମ ଅନୁଯାୟୀ...

ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ

ରାଇରଙ୍ଗପୁର,୨୪ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର...

ଲକ୍ଷ୍ନୌରେ ଫସି ରହିଛନ୍ତି ୫ ଯୁବକ

ସମ୍ବଲପୁର, ୨୬।୩ (ବ୍ୟୁରୋ) କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ ଡାଉନ ଘୋଷଣା ହେବାପରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫଶି ରହିଛନ୍ତି। ଲକ୍ଷ୍ମୌରେ ସମ୍ବଲପୁର...

ଗୋଚର ଜମିରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ

ରଗଡି,୯ା୪(ଡି.ଏନ.ଏ.): କଟକ ବନଖଣ୍ଡ ଯାଜପୁର ରୋଡ୍‌ ରେଞ୍ଜ ପଛିକୋଟ ଡିପିଏଫ ଅଧୀନ ରଗଡ଼ି ବିଟ୍‌ ନିକଟରେ ସଂରକ୍ଷିତ ଗୋଚର ଜମି(ଖାତା ନଂ. ୩୯୩ ପ୍ଲଟ ସଂଖ୍ୟା...

Advertisement
Archives

Model This Week