ଏହି ଅଭିନେତାଙ୍କୁ ନିର୍ଦ୍ଦେଶକ କହିଥିଲେ କେବେ ହୋଇପାରିବନି ଷ୍ଟାର, ପୂରା ଘଟଣା ଜାଣିଲେ…

ଅନିଲ କପୁରଙ୍କୁ ବଲିଉଡ୍‌ର ଏଭରଗ୍ରିନ୍‌ ତାରକା କୁହାଯାଏ। ଅନିଲ କେବଳ ତାଙ୍କ ଅଭିନୟ ପାଇଁ ନୁହେଁ ବରଂ ତାଙ୍କ ଫିଟ୍‌ନେସ୍‌ ପାଇଁ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ତାଙ୍କ କ୍ୟାରିୟରରେ ଅନେକ ସୁପରହିଟ୍‌ ଫିଲ୍ମ ଦେଇଛନ୍ତି। ସେ ୧୯୮୩ ମସିହାରେ ଫିଲ୍ମ ‘ୱୋ ସାତ ଦିନ’ ସହିତ ଡେବ୍ୟୁ କରିଥିଲେ। ଏହା ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା। ପରେ ଅମିତାଭ ବଚ୍ଚନଙ୍କ ସହ ଅନିଲ କପୁରଙ୍କ ତୁଳନା ଆରମ୍ଭ ହୋଇଥିଲା।

କିନ୍ତୁ ଏକଦା ତାଙ୍କୁ ନିର୍ଦ୍ଦେଶକ ମନମୋହନ ଦେଶାଇ କହିଥିଲେ, ତୁମେ କେବେ ଅଭିନେତା ହୋଇ ପାରିବ ନାହିଁ। ଏକ ସାକ୍ଷାତକାରରେ ଅନିଲ କପୁର କହିଥିଲେ, ମନମୋହନ କହିଥିଲେ, ତମେ ଜଣେ ଅଭିନେତା ହୋଇଥିବ କିନ୍ତୁ କଦାପି ଷ୍ଟାର ହୋଇପାରିବ ନାହିଁ। ସେ ଏପରି କହିବାର କାରଣ ମୋର ନିଶ ଥିଲା । ସେହି ସମୟରେ ମୋର କ୍ୟାରିଅର୍‌ ଆରମ୍ଭ ହୋଇଥିଲା । ସାର୍‌, ଆପଣଙ୍କ କଥା ମୋତେ ଆଘାତ ଦେଇଛି ବୋଲି ସେ କହିଥିବା ମଧ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri