Posted inଖେଳ

ମ୍ୟାଚ ଦେଖିବାକୁ କାତାରରେ ମାରିଆମ୍‌

ଦୋହା, ୨୧ା୧୧: ବିଶ୍ୱକପ୍‌ ମ୍ୟାଚ ଟିକେଟ ୨୭ ବର୍ଷୀୟା ମାରିଆମ୍‌ଙ୍କ ପାଇଁ ଏକ ବହୁମୂଲ୍ୟ ଉପହାର। କ୍ରୀଡ଼ା ପ୍ରତି ତାଙ୍କର ରହିଛି ଅଶେଷ ଦୁର୍ବଳତା। କାତାରରେ ବିଶ୍ୱକପ୍‌ ଦେଖିବା ଲାଗି ତେହେରାନରୁ କାତାର ଗସ୍ତ କରିଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷରେ ଇରାନର ଓପନିଂ ମ୍ୟାଚ ସେ ଷ୍ଟାଡିୟମରେ ଉପସ୍ଥିତ ରହି ଉପଭୋଗ କରିଛନ୍ତି। ଇରାନରେ ମହିଳାମାନଙ୍କ ଲାଗି ପୁରୁଷ ମ୍ୟାଚ ଦେଖିବାରେ କଟକଣା ରହିଛି। ଇଣ୍ଟରନ୍ୟାଶନାଲ୍ସ ରିଲେଶନ ପାଠ୍ୟକ୍ରମର ଜଣେ ଛାତ୍ରୀ ମାରିଆମ୍‌ କହିଛନ୍ତି ସେ ତାଙ୍କ ଜୀବନ କାଳରେ କେବେ ଷ୍ଟାଡିୟମରେ ଫୁଟ୍‌ବଲ ମ୍ୟାଚ ଦେଖି ନ ଥିଲେ। ଇରାନରେ ବଡ଼ ଧରଣର ମହିଳା ଆନ୍ଦୋଳନ ଚାଲିଥିବା ବେଳେ ଦେଶ ଏପଟେ ବିଶ୍ୱକପ୍‌ରେ ଭାଗ ନେଇଛି। ମାନବାଧିକାର କର୍ମୀଙ୍କ ସୂଚନା ଅନୁସାରେ ଆନ୍ଦୋଳନକୁ ଦମନ ଲାଗି କାର୍ଯ୍ୟାନୁଷ୍ଠାନ ଫଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଇତିମଧ୍ୟରେ ୪୧୯ ଲୋକ ନିହତ ହୋଇସାରିଲେଣି। ମହିଳା ଜଣକ ପ୍ରକୃତ ନାମ ମାରିଆମ୍‌ ନୁହେଁ। ଏହା ତାଙ୍କ ଛଦ୍ମ ନାମ। ଦେଶକୁ ଫେରିଲେ ଶାସକଙ୍କ ଦ୍ୱାରା ନର୍ଯ୍ୟାତନର ସମ୍ମୁଖୀନ ଆଶଙ୍କା କରି ସେ ନିଜ ନାମକୁ ଗୋପନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri