ଓଡ଼ିଶାରେ ବଢ଼ୁଛି ତମାଖୁ ଓ ମଦ ସେବନ

ଓଡ଼ିଶାର ଅଧା ଜନସଂଖ୍ୟା ତମାଖୁ ଓ ମଦ ସେବନ କରୁଥିବା ଏନ୍‌ଏଫ୍‌ଏଚ୍‌ଏସ୍‌-୫ ରିପୋର୍ଟରେ ଦର୍ଶାଯାଇଛି। ସର୍ଭେ ଅନୁଯାୟୀ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ୫୧.୬ ପ୍ରତିଶତ ପୁରୁଷ ଏବଂ ୨୬ ପ୍ରତିଶତ ମହିଳା ବିଭିନ୍ନ ତମାଖୁ ସାମଗ୍ରୀ ସେବନ କରୁଛନ୍ତି। ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ଏହି ହାର ଅଧିକ ରହିଛି। ସେହିପରି ଗ୍ରାମାଞ୍ଚଳରେ ଏହି ଆୟୁ ବର୍ଗର ୪.୯% ମହିଳା ଓ ୩୦.୨% ପୁରୁଷ ମଦ ପିଇଥାନ୍ତି। ସହରାଞ୍ଚଳ କଥା ଦେଖିଲେ ମଦ୍ୟପାନ କରୁଥିବା ମହିଳାଙ୍କ ସଂଖ୍ୟା ୧.୪% ଥିବାବେଳେ ପୁରୁଷଙ୍କ ସଂଖ୍ୟା ୨୨.୭ ପ୍ରତିଶତ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri