କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଛନ୍ତି। ସେହିପରି ହୋମ କ୍ୱାରାଣ୍ଟାଇନରୁ ୭, ସରକାରୀ କ୍ୱାରାଣ୍ଟାଇନରୁ ୭ ଏବଂ ୧୬ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦ ଜଣ ପ୍ରାଣ ହରାଇଛନ୍ତି। ୭୬୩ ଜଣ ସୁସ୍ଥ ହୋଇଛନ୍ତି। ୭୭୩ ଜଣ ବର୍ତ୍ତମାନ ବିଭିନ୍ନ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୧,୨୫୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୨୫ ହଜାର ଟପିଲା

ଭୁବନେଶ୍ୱର,୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୧,୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୪୮୫ ଗଞ୍ଜାମ ଜିଲାର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨,...

ପୋଲିସ ଗାଡ଼ିଧରି ଅଭିଯୁକ୍ତ ଫେରାର: ଏଏସ୍‌ଆଇ, ହାବିଲଦାର ନିଲମ୍ବିତ

ବାରିପଦା ଅଫିସ/ଉଦଳା,୧୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ପୋଲିସ ହେପାଜତରୁ ଗୁରୁବାର ସନ୍ଧାରେ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏ ନେଇ କାର୍ଯ୍ୟରେ ଅବହେଳା ଦର୍ଶାଇ...

ଧର୍ମପଦ ପୁରସ୍କାର ଗ୍ରହଣ କଲେ ଯତୀନ ଦାସ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡ଼େମୀ ତରଫରୁ ଖ୍ୟାତନାମା ଚିତ୍ରଶିଳ୍ପୀ ଯତୀନ ଦାସଙ୍କୁ ଏକଡ଼େମୀର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୧୩ ମସିହା...

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ...

ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ...

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ...

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ...

ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୯ା୧୧ (ଡି.ଏନ.ଏ.): ଖଣି ଓ ସଂସଦୀୟ ବ୍ୟାପର କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆସିଥିଲେ। ତାଙ୍କ ସହ ନାଲ୍‌କୋ ସିଏମ୍‌ଡି...

BGU
Play 250+ Trending Games
Archives

Model This Week

Why Dharitri