କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଛନ୍ତି। ସେହିପରି ହୋମ କ୍ୱାରାଣ୍ଟାଇନରୁ ୭, ସରକାରୀ କ୍ୱାରାଣ୍ଟାଇନରୁ ୭ ଏବଂ ୧୬ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦ ଜଣ ପ୍ରାଣ ହରାଇଛନ୍ତି। ୭୬୩ ଜଣ ସୁସ୍ଥ ହୋଇଛନ୍ତି। ୭୭୩ ଜଣ ବର୍ତ୍ତମାନ ବିଭିନ୍ନ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ପୁଣି କାଉ ମଡ଼କ

ପାରାଦୀପ,୪ା୧(ସ୍ବ.ପ୍ର.): ପାରାଦୀପ ସହରାଞ୍ଚଳରେ ଚଳିତବର୍ଷ ପୁଣି କାଉମଡ଼କ ହେଉଥିବା ଦେଖିବାକୁ ମିଳିଛି। ସହରର ମେଡିକାଲ ଛକ, ମାଛ ମାର୍କେଟ, ନେହେରୁ ବଙ୍ଗଳା ଆଦି ସ୍ଥାନରେ ଅନେକ...

୧୦ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ଶୁକ୍ରବାର ସତର୍କ ସୂଚନା ଜାରି କରିଛି। ଏହି ସବୁ ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ,...

ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା...

ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ମଣ୍ଡଳୀ

କଟକ ଅଫିସ, ୨ା୧୧: କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଦାବିରେ ଏକ ପ୍ରତିନିଧି ମଣ୍ଡଳୀ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ସହରର...

ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି...

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ...

ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ ଅଫିସ,୨ା୨: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୪ ତାରିଖରୁ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ...

ରେଡ୍‌ ଜୋନ୍‌କୁ ଆସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୭।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଦୈନିକ ସଂକ୍ରମଣ ୩ ହଜାର ମୁହାଁ ହେଲାଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮,୯୭୦...

Advertisement
Archives

Model This Week