Posted inଜାତୀୟ

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି। ଅନ୍ତର୍ଜାତୀୟ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ଏହି ଉଡ଼ାଣ ବାତିଲ ହୋଇଛି। ବିମାନବନ୍ଦରକୁ ଆସିବାକୁ ଥିବା ୬୬ ଓ ଛାଡ଼ିବାକୁ ଥିବା ୬୩ ବିମାନର ଉଡ଼ାଣ ବାତିଲ ହୋଇଥିବା ଜଣାପଡ଼ିଛି।

ଭାରତୀୟ ପାଣିପାଗ ବିଭାଗ (IMD) ରିପୋର୍ଟ କରିଛି ଯେ, ସକାଳ ସମୟରେ IGI ବିମାନବନ୍ଦରରେ ଦୃଶ୍ୟମାନତା କମ୍ ରହିଥିଲା, ସାଧାରଣ ଦୃଶ୍ୟମାନତା ୧୧ଟା IST ରେ ମାତ୍ର ପାଞ୍ଚଶହ ମିଟର ରେକର୍ଡ କରାଯାଇଥିଲା।

ପାଣିପାଗ ସଂସ୍ଥା କହିଛି ଯେ, ଆଗାମୀ କିଛି ଦିନ ମଧ୍ୟରେ ରାତି ଏବଂ ସକାଳ ସମୟରେ ଘନକୁହୁଡ଼ି ଜାରି ରହିବ। IMD ଦିଲ୍ଲୀ ପାଇଁ ଆଂଶିକ ମେଘୁଆ ଆକାଶ ପୂର୍ବାନୁମାନ କରିଛି, ଅନେକ ସ୍ଥାନରେ ଘନ କୁହୁଡ଼ି ଏବଂ ସକାଳ ପର୍ଯ୍ୟନ୍ତ କିଛି ସ୍ଥାନରେ ମଧ୍ୟମ କୁହୁଡ଼ି ରହିବ।

ଏହି ଘନ କୁହୁଡ଼ି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର ପଶ୍ଚିମବଙ୍ଗର ତହେରପୁରରେ ଅବତରଣ କରି ନ ପାରି ନିରାପଦରେ କୋଲକାତା ବିମାନବନ୍ଦରକୁ ଫେରିଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri