Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୧୦୧୧ କରୋନା ଆକ୍ରାନ୍ତ: ଅନୁଗୋଳ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୧୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୧୪, ବଲାଙ୍ଗୀରରୁ ୮୧, କଟକରୁ ୭୮, ମୟୂରଭଞ୍ଜରୁ ୭୬, ବାଲେଶ୍ବରରୁ ୪୫, ଜଗତସିଂହପୁରରୁ ୪୫, କେନ୍ଦ୍ରାପଡାରୁ ୪୩, କଳାହାଣ୍ଡିରୁ ୪୦, ସୁନ୍ଦରଗଡରୁ ୩୯, ବରଗଡରୁ ୩୪, ନୂଆପଡାରୁ ୨୯, ଯାଜପୁରରୁ ୨୮, ପୁରୀରୁ ୨୬, ଢେଙ୍କାନାଳରୁ ୨୪, କେନ୍ଦୁଝରରୁ ୨୦, ନବରଙ୍ଗପୁରରୁ ୧୯, ଝାଡସୁଗୁଡାରୁ ୧୮, ସମ୍ବଲପୁରରୁ ୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୧୨, ନୟାଗଡରୁ ୧୨, ଭଦ୍ରକରୁ ୧୦, କନ୍ଧାମଳରୁ ୧୦, କୋରାପୁଟରୁ ୯, ସୋନପୁରରୁ ୯, ମାଲକାନଗିରିରୁ ୫, ଦେବଗଡରୁ ୩, ରାୟଗଡାରୁ ୩, ଗଜପତିରୁ ୨, ଏବଂ ଷ୍ଟେଟ ପୁଲରୁ ୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?