ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୨୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ରବିବାରବାର ୧୦୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୭୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୦୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨୭ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୩ ହଜାର ୧୪୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୧ ,ବରଗଡ଼ରୁ ୬୫, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୨୭, ବୌଦ୍ଧରୁ ୧୫, କଟକରୁ ୬୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୨, ଗଜପତିରୁ ୭, ଜଗତ୍‌ସିଂହପୁରରୁ ୬, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୨୨, େ କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୭୩, କୋରାପୁଟରୁ ୧୩, ମୟୂରଭଞ୍ଜରୁ ୭୦, ନବରଙ୍ଗପୁରରୁ ୨୮, ନୟାଗଡ଼ରୁ ୧୭ ,ନୂଆପଡ଼ାରୁ ୧୩, ପୁରୀରୁ ୮, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୯୩, ସୁବର୍ଣ୍ଣପୁରରୁ ୨୪, ସୁନ୍ଦରଗଡ଼ରୁ ୨୨୨ ଓ ଷ୍ଟେଟ୍‌ ପୁଲ୍‌ରୁ ୩୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?