ଆଜି ରାଜ୍ୟରେ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୧୫୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୦, ଦେବଗଡ଼ରୁ ୧, ଗଞ୍ଜାମରୁ୧,ଜଗତ୍‌ସିଂହପୁରରୁ ୨, କୋରାପୁଟରୁ୧, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୬, ପୁରୀରୁ ୬, ସମ୍ବଲପୁରର ୁ୩, ସୁନ୍ଦରଗଡ଼ରୁ ୧୭ ଓ ଷ୍ଟେଟ୍‌ ପୁଲ୍‌ରୁ ୪ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri