ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୩୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୮୮ ହଜାର ୯୯୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୮୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୭, ବାଲେଶ୍ୱରରୁ ୨୩, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୧୩୨, ଦେବଗଡ଼ରୁ ୭, ଢେଙ୍କାନାଳରୁ ୧୦, ଗଜପତିରୁ ୩, ଗଞ୍ଜାମରୁ ୧୧, ଜଗତ୍‌ସିଂହପୁରରୁ ୮୧, ଯାଜପୁରରୁ ୩୬, କଳାହାଣ୍ଡିରୁ ୫ , କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୭ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ରୁ ୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୮୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୦।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା କଣ୍ଠିପାଲି ମୁଖ୍ୟ ରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ କାର୍‌ (ନଂ.ଓଆର୧୭ଜେ/୫୪୨୪) ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ...

ଟ୍ରେନ୍‌ରେ ବୃଦ୍ଧଙ୍କ ମୃତ୍ୟୁ, ଓହ୍ଲାଇଦେଲେ ସହଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):ରବିବାର ସନ୍ଧ୍ୟାରେ ଖୋର୍ଦ୍ଧାରୋଡ ନିକଟରେ ଯାଉଥିବା ଏକ ଚଳନ୍ତା ଟ୍ରେନରେ ଜଣେ ବୃଦ୍ଧ ଯାତ୍ରୀଙ୍କ ହଠାତ ମୃତ୍ୟୁ ଘଟିଥିଲା। ତାଙ୍କ ସହ ଯାତ୍ରା କରୁଥିବା ବୃଦ୍ଧା...

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି ପ୍ରସଙ୍ଗ: ଅଭିଭାବକ ମହାସଂଘର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧି କରାଯାଇଛି। ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ...

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ।...

୭ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ କରୋନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୨୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ଏନ୍‌ଡିଆର୍‌ଏଫ୍‌ର ଯବାନ ରହିଛନ୍ତି। ଯବାନମାନେ ଅମ୍ଫନ ଡ୍ୟୁଟି ପାଇଁ ପଶ୍ଚିମବଙ୍ଗ ଯାଇଥିଲେ।...

ମୁହଁ ଫେରାଉଛନ୍ତି ଚାଷୀ

ଭୁବନେଶ୍ୱର,୨୧।୧୨: କୃଷି ସାମଗ୍ରୀର ବଜାର ଅଭାବ, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଶୀତଳ ଭଣ୍ଡାରର ଅଭାବ, କୃଷିଯନ୍ତ୍ର ଓ ବୈଷୟିକ ସହାୟତାର ଅଭାବ, ସର୍ବନିମ୍ନ ସହାୟକ ମୂଲ୍ୟରେ...

କରୋନା ଭାଇରସ୍‌: ମେଡିକାଲ ଷ୍ଟାଫ୍‌ ଓ ସଫେଇ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଦିଲ୍ଲୀରେ କରୋନା ଭାଇରସ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବା ମେଡିକାଲ ଷ୍ଟାଫ୍‌ଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀମାନଙ୍କ ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଘୋଷଣା...

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର...

Advertisement


Archives

Model This Week