ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୩୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୮୮ ହଜାର ୯୯୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୮୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୭, ବାଲେଶ୍ୱରରୁ ୨୩, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୧୩୨, ଦେବଗଡ଼ରୁ ୭, ଢେଙ୍କାନାଳରୁ ୧୦, ଗଜପତିରୁ ୩, ଗଞ୍ଜାମରୁ ୧୧, ଜଗତ୍‌ସିଂହପୁରରୁ ୮୧, ଯାଜପୁରରୁ ୩୬, କଳାହାଣ୍ଡିରୁ ୫ , କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୭ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ରୁ ୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୮୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଶୋଧନ ହେଲା ଜିଆଇଏସ୍‌

ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍‌) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍‌...

ବିଏମ୍‌ସିର ମଣ୍ଡପ ସିଲ୍‌ ପ୍ରକ୍ରିୟା ବନ୍ଦ ହୋଇଯିବ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ବିନା ବିଲଡିଂ ପ୍ଲାନ୍‌ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ୍ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

କରୋନାରୁ କେବେ ମିଳିବ ମୁକ୍ତି, ମୋଦିଙ୍କ ପରାମର୍ଶଦାତା ଦେଲେ ସୂଚନା…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ତେବେ କରୋନା ସଂକ୍ରମଣ ମେ’ ଦ୍ୱିତୀୟ...

କରୋନା ଭ୍ୟାକ୍ସିନ ‘ଫାଇଜର’ର ସାଇଡ ଇଫେକ୍ଟ: ନରୱେରେ ୨୩ ମୃତ

ଓସଲୋ,୧୬ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ଭ୍ୟାକ୍ସିନ ମୁଖ୍ୟ ଅସ୍ତ୍ର ପାଲଟିଛି । ବିଶ୍ୱର ବିଭିନ୍ନ ବିକାଶଶୀଳ ଦେଶରେ ଏହି ଭ୍ୟାକ୍ସିନ ପ୍ରସ୍ତୁତ...

ଆର୍‌ପିଏଫ୍‌ ପ୍ରତିଷ୍ଠା ଦିବସ: ୩୫ ଯବାନ ପୁରସ୍କୃତ

ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍‌ପିଏଫ୍‌ ଆଇଜି ରାଜା ରାମଙ୍କ...

କେବଳ ଜାତୀୟକରଣ ବ୍ୟାଙ୍କରେ ହିଁ ରହିବ ଶ୍ରୀମନ୍ଦିର ପାଣ୍ଠି: କ୍ରିଷନ କୁମାର

ପୁରୀ ଅଫିସ, ୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ବିଦ୍ୟୁତ୍‌ କର୍ମଚାରୀଙ୍କ ବାତ୍ୟା ମୁକାବିଲାକୁ ମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୩ା୫ (ବ୍ୟୁରୋ): ବାତ୍ୟା ‘ଅମ୍ଫନ’ରେ କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ସେବାକୁ ସ୍ବାଭାବିକ କରିବା ପାଇଁ ଯେଉଁ କର୍ମଚାରୀମାନେ ଦିନରାତି ଅବିରତ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଶକ୍ତିମନ୍ତ୍ରୀ...

ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ୬୦ ଲକ୍ଷ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ, ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବୀକରଣ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ...

Advertisement
Archives

Model This Week