କରୋନା ଭାଙ୍ଗିଲା ସବୁ ରେକର୍ଡ: ରାଜ୍ୟରେ ଦିନକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା। ଦିନକରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮୮୭ ଚିହ୍ନଟ ହୋଇଥିବା ବେଳେ ୪୫୨୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୫୪ ହଜାର ୬୦୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୭୯୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩୯୨, ବାଲେଶ୍ୱରରୁ ୧୨୪, ବରଗଡ଼ରୁ ୫୧୧, ଭଦ୍ରକରୁ ୨୦୧, ବଲାଙ୍ଗୀରରୁ ୧୬୦, ବୌଦ୍ଧରୁ ୮୭, କଟକରୁ ୮୨୮, ଦେବଗଡ଼ରୁ ୧୦୩, ଢେଙ୍କାନାଳରୁ ୪୨, ଗଜପତିରୁ ୧୫୬, ଗଞ୍ଜାମରୁ ୨୩୨, ଜଗତ୍‌ସିଂହପୁରରୁ ୨୪୧, ଯାଜପୁରରୁ ୩୨୨, ଝାରସୁଗୁଡ଼ାରୁ ୪୪୨, କଳାହାଣ୍ଡିରୁ ୩୭୬, କନ୍ଧମାଳରୁ ୫୫, କେନ୍ଦ୍ରାପଡ଼ାରୁ ୭୭, କେନ୍ଦୁଝରରୁ ୧୨୬ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୭୬, ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୨୪୭, ନବରଙ୍ଗପୁରରୁ ୩୭୮ , ନୟାଗଡ଼ରୁ ୨୧୮ , ନୂଆପଡ଼ାରୁ ୪୧୮, ପୁରୀରୁ ୫୩୩, ରାୟଗଡ଼ାରୁ ୨୦୦, ସମ୍ବଲପୁରରୁ ୪୨୬ ସୁବର୍ଣ୍ଣପୁରରୁ ୧୦୩ ଓ ସୁନ୍ଦରଗଡ଼ରୁ ୧୧୦୦ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri