Advertisement

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୨୭୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଏସ୍‌ଓ ପରୀକ୍ଷାଫଳ ବିଭ୍ରାଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଏଏସ୍‌ଓ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଶାୟୀ ପରୀକ୍ଷାର୍ଥୀ। ଚୟନ ପ୍ରକ୍ରିୟାରେ ତ୍ରୁଟି ଦର୍ଶାଇ ଏକାଧିକ ମାମଲା...

ଶଟ୍‌ଡାଉନ୍‌ରେ ଯୋଡ଼ିହେଲା ଶୁକ୍ରବାର

ତାଳଚେର,୨୩ା୪(ନି.ପ୍ର.) ଅନୁଗୋଳ ଜିଲାରେ ଦୈନିକ କରୋନା ସଂକ୍ରମଣ ଏବେ ଦ୍ୱିଶତକ ମୁହାଁ । ଲଗାତର ୩ ଦିନ ଧରି ଜିଲାରୁ ଶତାଧିକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି।...

ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ...

ସୁରକ୍ଷାରେ ‘ଡ୍ରୋନ୍‌’ ସହାୟତା

ଢେଙ୍କାନାଳ ଅଫିସ,୨ା୩ – ଜଙ୍ଗଲ ନିଆଁ ରୋକିବାରେ ଡ୍ରୋନ୍‌ କରୁଛି ବଡ଼ ସହାୟତା। କେଉଁ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି ତାହାର ଫଟୋ ଉଠାଇ ପଠାଉଛି ବନ...

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ...

ରାଜ୍ୟର ୬ ବେଳାଭୂମିରେ ଜମିବ ନାଚ ଗୀତର ଆସର

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ଓଡ଼ିଶା ବେଳାଭୂମିର ରୂପ ବଦଳିବ। ସୌଖୀନ ଖାଦ୍ୟ ସାଙ୍ଗକୁ ନାଚ ଗୀତର ଆସର ଜମିବ। ପର୍ଯ୍ୟଟକମାନେ ମଦ୍ୟପାନ ସହ ନାଚ ଗୀତର ମଜା ନେଇପାରିବେ।...

ପୁରୀ ଜିଲା ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଯୁବକଂଗ୍ରେସର ଧାରଣା

ପୁରୀ ଅଫିସ,୭ା୧୧ : ପୁରୀ ଜିଲା ଚିକିତ୍ସାଳୟରେ ବୁଧବାର ଚିକିତ୍ସା ଅବହେଳା ଯୋଗୁ ଜଣେ ୫ମାସର ଶିଶୁକନ୍ୟାର ମୃତ୍ୟୁକୁ ଜିଲା ଯୁବ କଂଗ୍ରେସ ତିବ୍ର ପ୍ରତିବାଦ...

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ...

Advertisement
Archives

Model This Week