ଆଜି ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୫୭ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜିଲାରୁ ଜଣେ ଥିବା ବେଳେ ବଲାଙ୍ଗୀରରୁ ୨, ଗଜପତିରୁ ୨, ଯାଜପୁରରୁ ୧, ଖୋର୍ଦ୍ଧାରୁ ୨ ଓ ସମ୍ବଲପୁରରୁ ଜିଲାରୁ ୩ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁତା ପାଇଁ ଜର୍ମାନୀରୁ ଗୋପ

ଗୋପ, ୧୭-୯(ଡି.ଏନ୍‌.ଏ.):ଗ୍ଲୋବାଲ ଓ୍ବାର୍ମିଂ ଆଜି ବିଶ୍ୱବାସୀଙ୍କ ପାଇଁ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏଥିରୁ ମୁକ୍ତି ପାଇବାର ଗୋଟିଏ ମାଧ୍ୟମ ବୃକ୍ଷରୋପଣ। ଏହା...

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ...

ଆଜି ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ...

ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର

ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ...

ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ...

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ...

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ...

Advertisement
Archives

Model This Week