ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା। ସୋମବାର ଆଉ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୩୪୫ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ୯୭, ଗଜପତିରୁ୮୩, ଯାଜପୁରରୁ ୭୦, କେନ୍ଦୁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ୪୦, ନୟାଗଡ଼ରୁ ୩୭, ରାୟଗଡ଼ାରୁ ୩୫, ପୁରୀରୁ ୩୧, ବାଲେଶ୍ୱରରୁ୩୦, ମୟୂରଭଞ୍ଜରୁ୨୯, ଭଦ୍ରକରୁ ୨୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨୭, ଢେଙ୍କାନାଳରୁ ୨୪, ସୁନ୍ଦରଗଡ଼ରୁ ୨୨, କନ୍ଧମାଳରୁ ୧୭, ବଲାଙ୍ଗିର ଓ ସମ୍ବଲପୁରରୁ ୧୬ ଲେଖାଏ, ମାଲକାନଗିରିରୁ ୧୫ ସୁସ୍ଥ ହୋଇଛନ୍ତି। ଠିକ ସେହିପରି ନବରଙ୍ଗପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୧, ଅନୁଗୋଳ ଓ କୋରାପୁଟରୁ ୫ ଜଣ ଲେଖାଏ, ବରଗଡରୁ ୪, ସୋନପୁରରୁ ୩ ଏବଂ ଝାରସୁଗୁଡ଼ାରୁ ଜଣେ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨୩୦୭୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri