୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୭୭ ହଜାର ୯୯୫ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୯୪, ବାଲେଶ୍ୱରରୁ ୩୪, ବରଗଡ଼ରୁ ୧୨, ଭଦ୍ରକରୁ ୧୩, ବଲାଙ୍ଗୀରରୁ ୯, ବୌଦ୍ଧରୁ ୨୫, କଟକରୁ ୬୫, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୧୭, ଗଜପତିରୁ ୪୩, ଗଞ୍ଜାମରୁ ୧୩, ଜଗତ୍‌ସିଂହପୁରରୁ ୨୬ , ଯାଜପୁରରୁ ୩୫, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୩, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୨୨, କୋରାପୁଟରୁ ୫୬ , ମାଲକାନଗିରିରୁ ୭ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୨୫, ନୂଆପଡ଼ାରୁ ୨୬, ପୁରୀରୁ ୧୯, ରାୟଗଡ଼ାରୁ ୪୪ ,ସମ୍ବଲପୁରରୁ ୪୬ ସୁବର୍ଣ୍ଣପୁରରୁ ୯ , ସୁନ୍ଦରଗଡ଼ରୁ ୧୨୭ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୩୨ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri