କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡରୁ ୭ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଗୃହ ସଙ୍ଗରୋଧରୁ ଚିହ୍ନଟଙ୍କ ମଧ୍ୟରେ ନୂଆ ନିମ ସାହିରୁ ୨୫ ଜଣ, ରାଣୀହାଟରୁ ୫ ଜଣ, ମଙ୍ଗଳବାଗରୁ ୮ ଜଣ, ବାମ୍ଫିସାହିରୁ ୪ ଜଣ, ନେତାଜୀ ନଗରରୁ ଜଣେ, ବକ୍ସିବଜାରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ୍‌ ମଧ୍ୟରେ ଧୋବାସାହି ସେଲଟର ଛକରୁ ୪ ଜଣ, ଶିଖରପୁରୁ ଜଣେ, ଯୋବ୍ରାରୁ ଜଣେ, ନୂଆସାହିରୁ ଜଣେ, ଚାଉଳିଆଗଞ୍ଜରୁ ୩ ଜଣ, ଦେଉଳସାହିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭର୍ତ୍ତି ହେଲେ ଅକ୍ଷୟ କୁମାର

ମୁମ୍ବାଇ,୫।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ସେ...

‘ଆରମ୍ଭ ହୋଇସାରିଛି ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୪ା୬(ପି.ଟି./ସ୍ବ.ପ୍ର.): ଭାରତରେ କରୋନା ସଂକ୍ରମଣ ସମ୍ପ୍ରତି କାୟା ମେଲିଚାଲିଛି। ପ୍ରତିଦିନ ୧୦ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। କିନ୍ତୁ ଦେଶରେ ଗୋଷ୍ଠୀ...

ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୧୮ା୧୧:ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦ ବିଶିଷ୍ଟ ବିଧାୟକ କଲୋନି ନିର୍ମାଣ ପାଇଁ ବେଆଇନ ଭାବେ ଗଛ କଟା ନେଇ ହାଇକୋର୍ଟରେ...

ଷଣ୍ଢ ପେଟରୁ ବାହାରିଲା ୬୦ କିଗ୍ରା ପଲିଥିନ୍‌

ବାଙ୍କୀ, ୯ା୨(ସ୍ବ.ପ୍ର.): ବାଙ୍କୀ ସହର ଅଞ୍ଚଳରେ ଏକ ବୁଲା ଷଣ୍ଢ ଅସୁସ୍ଥ ଅବସ୍ଥାରେ ପଡିଥିବାରୁ ତାର ପେଟକୁ ଅପରେଶନ କରାଯାଇ ୬୦କେଜିରୁ ଊର୍ଦ୍ଧ୍ୱ ପଲିଥିନ ବୁଧବାର...

୨୦ରୁ ରେଭେନ୍‌ଶାରେ ବିଜ୍ଞାନ ଓ ପରିବେଶ କଂଗ୍ରେସ

ଭୁବନେଶ୍ୱର,୧।୧୦ (ବ୍ୟୁରୋ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଆସନ୍ତା ୨୦ ତାରିଖରୁ ଦୁଇଦିନିଆ ୨୨ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଅନୁଷ୍ଠିତ ହେବ। ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା...

କରୋନା ଟୀକା ଏହି ମାସରେ ପହଞ୍ଚିବ ଲୋକଙ୍କ ପାଖରେ

ମସ୍କୋ, ୨।୮: ପୃଥିବୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ଦେଶର ବୈଜ୍ଞାନିକ କରୋନା ପ୍ରତିଷେଧକ ଟୀକାର ଟ୍ରାଏଲ୍‌ ଜାରି ରଖିଛନ୍ତି। ତେବେ...

ଉହାନରେ କରୋନା ମୃତ୍ୟୁସଂଖ୍ୟା ୫୦% ବଢ଼ିଲା

ବେଜିଂ/ଉହାନ,୧୮ା୪(ପି.ଟି.): ଚାଇନା ସରକାର ପୂର୍ବରୁ ପ୍ରକାଶିତ କରୋନାଜନିତ ମୃତ୍ୟୁସଂଖ୍ୟାରେ ଶୁକ୍ରବାର ସଂଶୋଧନ କରିଛନ୍ତି। ଦେଶରେ କରୋନା ସଂକ୍ରମଣରେ ୪,୬୩୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ...

ମନ୍ଦିରରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ ପାକିସ୍ତାନ ଖେଳାଳି

ଇସ୍‌ଲାମାବାଦ୍‌,୧୩।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସହ ମୁକାବିଲା...

Advertisement
Archives

Model This Week