କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ଆଇସୋଲେଶନ ଓ୍ବାର୍ଡରୁ ୭ ଜଣ କୋଭିଡ ଯୋଦ୍ଧା ଚିହ୍ନଟ ହୋଇଛନ୍ତି। ଗୃହ ସଙ୍ଗରୋଧରୁ ଚିହ୍ନଟଙ୍କ ମଧ୍ୟରେ ନୂଆ ନିମ ସାହିରୁ ୨୫ ଜଣ, ରାଣୀହାଟରୁ ୫ ଜଣ, ମଙ୍ଗଳବାଗରୁ ୮ ଜଣ, ବାମ୍ଫିସାହିରୁ ୪ ଜଣ, ନେତାଜୀ ନଗରରୁ ଜଣେ, ବକ୍ସିବଜାରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ୍‌ ମଧ୍ୟରେ ଧୋବାସାହି ସେଲଟର ଛକରୁ ୪ ଜଣ, ଶିଖରପୁରୁ ଜଣେ, ଯୋବ୍ରାରୁ ଜଣେ, ନୂଆସାହିରୁ ଜଣେ, ଚାଉଳିଆଗଞ୍ଜରୁ ୩ ଜଣ, ଦେଉଳସାହିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଶା ହସ୍ପିଟାଲ ବିଏସ୍‌କଓ୍ବୋଇ ତାଲିକାରୁ ନିଲମ୍ବିତ

ଭୁବନେଶ୍ୱର, ୧୫ା୭(ବନ୍ଦନା ସେଠୀ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କଟକର ତ୍ରିଶା ହସ୍ପିଟାଲକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧିନ ତାଲିକାରୁ...

ବଢ଼ୁଛି ଘରୋଇ ହସ୍ପିଟାଲ ସଂଖ୍ୟା, ହେଉନି ଯାଞ୍ଚ

କଟକ,୧୫।୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସହରରେ ଏବେ ଘରୋଇ ହସ୍ପିଟାଲ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଘରୋଇ ହସ୍ପିଟାଲରେ ସରକାରଙ୍କ କୌଣସି ନିୟମ ପାଳନ କରାଯାଉ ନ...

ତ୍ରିଶା ନର୍ସିଂହୋମ୍‌ ଅଗ୍ନିକାଣ୍ଡ: ମୃତ ଶିଶୁକନ୍ୟାର ବାପା ଆଣିଲେ ଗୁରୁତର ଅଭିଯୋଗ

କଟକ,୧୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ପୁରୀଘାଟସ୍ଥିତ ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଶନିବାର ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନିଆଁ ଲାଗିବା...

ହସ୍ପିଟାଲରେ ନିଆଁ ଲାଗିବା ଘଟଣା: ଆଖିବୁଜିଲା ୧୧ ଦିନର ଶିଶୁ

କଟକ,୧୪ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ଘରୋଇ ନର୍ସିଂହୋମ୍‌ ତ୍ରିଶାରେ ଶନିବାର ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡ ନର୍ସିଂହୋମ୍‌ର ୩ ମହଲାରେ ଥିବା ଆଇସିୟୁରେ ଘଟିଥିଲା। ଫଳରେ ରୋଗୀମାନଙ୍କୁ...

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ।...

ନର୍ସିଂହୋମ୍‌ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ

କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ...

ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୧୨ା୭(ଶିଳ୍ପା ପ୍ରିୟଦର୍ଶିନୀ)- ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର,...

ପଲସରରେ ଆସି ସୁନା ଚେନ ଝାମ୍ପିନେଲେ

କଟକ,୧୨।୭: ବାରଙ୍ଗ-ତ୍ରିଶୁଳିଆ ରାସ୍ତା ଫୁଲପୋଖରୀ ନିକଟରେ ଶୁକ୍ରବାର ଏକ ଲୁଟ ହୋଇଛି। ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ବେକରୁ ସୁନା ଚେନ ଲୁଟି ନେଇଛନ୍ତି ଦୁବୃର୍ତ୍ତ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri