ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ

ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ ୨, ଅଶୋକ ନଗରରୁ ଜଣେ, ଟଙ୍କପାଣି ରୋଡରୁ ୨, ଜାଗମରାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା…

କଳିଯୁଗର ପୁଅ…ବାପାଙ୍କ ଉପରେ କାଠ-କପଡା ପକାଇ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ,୨୬।୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ କୋଟିପତି ପିତାଙ୍କ ହତ୍ୟା ମାମଲା ସମାଧାନ ନହେଉଣୁ ଇଟାୱା ଜିଲାର ଜସୱନ୍ତନଗର ଅଞ୍ଚଳର ନିଲୋଇ ଗାଁରେ ଜଣେ ଏକମାତ୍ର…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ଶୁଦ୍ଧିକ୍ରିୟା ସାରି ଫେରିବା ବେଳକୁ ଘରେ କଳାକନା ….

ବୈଶିଙ୍ଗା,୨୬ା୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ନିକଟରୁ ମାତ୍ର ଏକ କିଲୋମିଟର ଦୂରରେ ଚୋରି । ବାରିପଦା ବାଲେଶ୍ବର ୧୮ ନଂ ଜାତୀୟ ରାଜପଥ ପାର୍ଶ୍ବରେ…

ସାମ୍ନାକୁ ଆସିଲା #VIROSHଙ୍କ ବିବାହ ଫଟୋ, ପୋଷ୍ଟ ଲେଖି ରୋମାଣ୍ଟିକ୍‌ ହେଲେ କପଲ୍‌…ଦେଖନ୍ତୁ

ଉଦୟପୁର: ସରିଲା ଅପେକ୍ଷା। ଦୀର୍ଘ ଦିନର ଚର୍ଚ୍ଚା ଓ ପ୍ରତୀକ୍ଷାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ସାଉଥ ସୁପରଷ୍ଟାର୍‌ ବିଜୟ ଦେବରକୋଣ୍ଡାଏବଂ ରଶ୍ମିକା…

ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ଖୋଲିଦେଲା ବାଟ, ଏବେ ଟିମ୍‌ ଇଣ୍ଡିଆ ଖେଳିବ ସେମିଫାଇନାଲ?

ନୂଆଦିଲ୍ଲୀ,୨୬।୨: ଅହମ୍ମଦାବାଦରେ ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ୱେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରିଛି। ଏହି ବିଜୟ ସହିତ ଦକ୍ଷିଣ ଆଫ୍ରିକା ସେମିଫାଇନାଲ ଆଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri