ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରଭଙ୍ଗା ସହାୟତା: ୮୫୦ କ୍ଷତିଗ୍ରସ୍ତଙ୍କ ଖାତାକୁ ଗଲା ୨୫ ଲକ୍ଷ

ପୁରୀ ଅଫିସ, ୧୫ା୬: ବାତ୍ୟାରେ ପୁରୀ ଜିଲାରେ ବହୁ ଘର ସମ୍ପୂର୍ଣ୍ଣ ଓ ଆଉ କେତେକ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରଶାସନ ପକ୍ଷରୁ ଘରଭଙ୍ଗା...

କିଡ଼୍‌ନୀ ରୋଗ୍‌ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୯ା୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ପିତବାସପୁରରେ ଗଲା ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। କିଡ଼୍‌ନୀ ରୋଗ୍‌ରେ...

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ...

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି...

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ...

ଆଜିଠାରୁ ଭାଲେଣ୍ଟାଇନ୍ସ ଓ୍ବିକ୍‌

ଭୁବନେଶ୍ୱର,୭।୨(ବ୍ୟୁରୋ)ବର୍ଷକର ଅପେକ୍ଷା ପରେ ପାଖେଇ ଆସୁଛି ପ୍ରେମ ଓ ପ୍ରେମୀଯୁଗଳଙ୍କ ଖାସ୍‌ ଦିନ ଭାଲେଣ୍ଟାଇନ୍ସ ଡେ। ଏନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ରହିଥିବାବେଳେ ଫେବୃୟାରୀ...

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା...

Advertisement
Archives

Model This Week