ରାଜ୍ୟରେ ଆଉ ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୬୧ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୧୮୨, ରାୟଗଡାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡରୁ ୩୪, ଜଗତସିଂହପୁରରୁ ୩୨, ସୁନ୍ଦରଗଡରୁ ୩୨, ଭଦ୍ରକରୁ ୩୧, ଯାଜପୁରରୁ ୨୯, ଗଜପତିରୁ ୨୮, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୫, ପୁରୀରୁ ୧୪, କେନ୍ଦ୍ରାପଡାରୁ୧୧, ବୌଦ୍ଧରୁ ୯, ଝାରସୁଗୁଡାରୁ ୮, ନୟାଗଡରୁ ୬, କଟକରୁ ୩, ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୩୩୦୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୬୦ ପ୍ରତିଶତ ପାର ହେବ କେନ୍ଦ୍ର କର୍ମଚାରୀଙ୍କ DA! ଆସନ୍ତା ମାସରେ ହୋଇପାରେ ବଡ଼ ଘେଷଣା, ମିଳିବ ଏତିକି ମାସର ଏରିୟର

ନୂଆଦିଲ୍ଲୀ,୨୭।୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଡିସେମ୍ବର ୨୦୨୫ ପାଇଁ CPI-IW (ଉଦ୍ୟୋଗିକ…

RBI ଛୁଟି ତାଲିକା, କାଲିଠୁ ଲଗାତାର୍ ପାଞ୍ଚଦିନ ବ୍ୟାଙ୍କ ବନ୍ଦ!

ନୂଆଦିଲ୍ଲୀ,୨୭।୨: ଯଦିି କୌଣସି ବ୍ୟାଙ୍କ କାମ ଥାଏ, ତାହେଲେ ଶୀଘ୍ର ଶେଷ କରିବା ଜରୁରୀ । ଶନିବାର ଠାରୁ ଲଗାତାର ପାଞ୍ଚଦିନ ବନ୍ଦ ରହିବ ବ୍ୟାଙ୍କ ।…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ…

ଦୋଷମୁକ୍ତ ହେବା ପରେ ବି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି କେଜରିଓ୍ବାଲ-ସିସୋଡିଆ? ହାଇକୋର୍ଟ ଯିବାକୁ ପ୍ରସ୍ତୁତ ହେଲାଣି CBI

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ସରକାରଙ୍କ ପୂର୍ବ ଅବକାରୀ (ମଦ) ନୀତି ସହିତ ଜଡିତ ଅଭିଯୋଗ ଘୋଟାଲାରେ ଶୁକ୍ରବାର ଏକ ବଡ଼ ଘଟଣା ଘଟିଛି। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri