ଆଜି ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୪ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୫୧ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୯୧୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଖରାଛୁଟି, ୨୬ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ବିଦ୍ୟାଳୟର ଖରାଛୁଟି ଅବଧିକୁ ବଢ଼ାଇଛନ୍ତି। ତଦନୁଯାୟୀ  ସ୍କୁଲଗୁଡ଼ିକ ଆସନ୍ତା ୨୫ ତାରିଖ ଯାଏଁ...

ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ...

ଡେଷ୍ଟିନି ୧୨୫-ଏକ୍ସଟେକ୍‌ ବଜାର ପ୍ରବେଶ

ଢେଙ୍କାନାଳ/ ଅନୁଗୋଳ ଅଫିସ,୧୦।୫ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ହିରୋ ମୋଟୋକର୍ପର ଅଧିକୃତ ବିକ୍ରେତା ସୋମ୍‌ ଅଟୋ ପକ୍ଷରୁ ସୋମବାର ଡେଷ୍ଟିନି ୧୨୫ ଏକ୍ସଟେକ୍‌ ସ୍କୁଟରର...

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି।...

ମେ’ ୨୦ରୁ ମାଟ୍ରିକ ଖାତାଦେଖା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ...

୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଜୋର୍‌ ଧରିଲା: ନିର୍ଭୁଲ ମାର୍କିଂ ପାଇଁ ଡିଜିପିଏସ୍‌ ସର୍ଭେ;ଖୋଲିଲା କଣ୍ଟ୍ରୋଲ ରୁମ୍‌, ସିଧା ସଳଖ କଥା ହେବେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୧୭ା୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରୀଠାରୁ ୭୫ ମିଟର ମଧ୍ୟରେ ଥିବା ମଠ, ହୋଟେଲ, ଲଜିଂ, ଧର୍ମଶାଳା, ଦୋକାନ...

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ...

ଶ୍ରୀମନ୍ଦିର ନିକଟରେ ସେବାୟତଙ୍କୁ ଗୁଳି

ପୁରୀ ଅଫିସ,୨୫।୫: ପ୍ରାୟ ୨ ମାସ ପରେ ପୁରୀରେ ମଙ୍ଗଳବାର ଗୁଳିମାଡ଼ରେ ପୁଣି ଜଣେ ସେବାୟତଙ୍କ ମୁଣ୍ଡ ଗଡ଼ିଛି। ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ୧୦ ମିଟର ଦୂର...

Advertisement
Archives

Model This Week