ଆଜି ରାଜ୍ୟରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୪ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୫୧ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୯୧୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ତା ହରାଇଲା ମୁକ୍ତାକାଶ ଭାସ୍କର୍ଯ୍ୟ ସଂଗ୍ରହାଳୟ

ଭୁବନେଶ୍ୱର, ୨୯।୧ (ବ୍ୟୁରୋ):ଭୁବନେଶ୍ୱରକୁ ଏକ ନିଆରା ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’

ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ...

ଘରୋଇ କୋଚିଂ ସେଣ୍ଟର ଖୋଲିବା ପାଇଁ ଦାବି

ବାଲେଶ୍ୱର ଅଫିସ, ୩୦।୫-ବାଲେଶ୍ୱର ଜିଲା ତଥା ସହରରେ ଥିବା ଘରୋଇ କୋଚିଂ ସେଣ୍ଟର ଓ ଟ୍ୟୁଟୋରିଆଲଗୁଡ଼ିକ ଦୀର୍ଘଦିନ ଧରି ବନ୍ଦ ଥିବା କାରଣରୁ ଛାତ୍ରୀଛାତ୍ରଙ୍କର ବିଭିନ୍ନ...

ସୁବ୍ରତୋ ବାଗ୍‌ଚୀ ଅନୁଷ୍ଠାନ ଦକ୍ଷତା ବୃଦ୍ଧି ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ୱର,୪ା୮(ଅନିଲ ଦାସ): ସୁବ୍ରତୋ ବାଗ୍‌ଚୀଙ୍କୁ ରାଜ୍ୟ ସରକାରଙ୍କ ଅନୁଷ୍ଠାନ ଦକ୍ଷତା ବୃଦ୍ଧି(ଇନ୍‌ଷ୍ଟିଚ୍ୟୁଶନାଲ କାପାସିଟି ବିଲ୍‌ଡିଂ)ର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବେସରକାରୀ ଜାଗାରେ ୫୦ ବର୍ଷର ସ୍କୁଲ୍‌, ଛାଡ଼ିବା ପାଇଁ ନୋଟିସ୍‌

ଜମନକିରା,୨୯ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ସଦର ମହକୁମାସ୍ଥିତ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟକୁ ନିଜ ଜାଗା ଦାବି କରି ସ୍କୁଲକୁ ନୋଟିସ୍‌ କରାଯାଇଛି।...

‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’

ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି...

ବିଜିୟୁର ନବାଗତ ବିଏଜେଏମ୍‌ସି ଏବଂ ଏମ୍‌ଏଜେଏମ୍‌ସି ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଡିଜିଟାଲ ଗଣମାଧ୍ୟମ ସାମ୍ବାଦିକତାର ଭବିଷ୍ୟତ

ଭୁବନେଶ୍ୱର,୩।୮(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭରସିଟିର ବିର୍ଲା ସ୍କୁଲ ଅଫ କମ୍ୟୁନିକେଶନ ପକ୍ଷରୁ ନବାଗତ ସପ୍ତମ ବ୍ୟାଚ୍‌ର ଏମ୍‌ଏଜେଏମ୍‌ସି ଏବଂ ତୃତୀୟ ବ୍ୟାଚ୍‌ର ବିଏଜେଏମ୍‌ସି(ଅନର୍ସ) ଛାତ୍ରୀଛାତ୍ରମାନଙ୍କର ସ୍ବାଗତ...

ଜୈବିକ ଖତକୁ ପ୍ରୋତ୍ସାହନ ଲୋଡ଼ା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟକୁ ରାସାୟନିକ ସାର ଯୋଗାଣ ପର୍ଯ୍ୟାପ୍ତ ହେଉ ନ ଥିବାରୁ ବ୍ୟବହାର କମିବାରେ ଲାଗିଲାଣି। ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧ ଲକ୍ଷ...

Advertisement
Archives

Model This Week