ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧, ଜଗତସିଂହପୁରରୁ ୫୯, ବରଗଡରୁ ୫୭, କେନ୍ଦ୍ରାପଡାରୁ ୪୪, ପୁରୀରୁ ୪୩, ଢେଙ୍କାନାଳରୁ ୩୮, ସମ୍ବଲପୁରରୁ ୩୦, ଯାଜପୁରରୁ ୨୮, କଳାହାଣ୍ଡିରୁ ୨୫, ଗଞ୍ଜାମରୁ ୨୨, ଭଦ୍ରକରୁ ୨୦, କୋରାପୁଟରରୁ ୨୦, ନବରଙ୍ଗପୁରରୁ ୧୮, କନ୍ଧମାଳରୁ ୧୩, ଝାଡସୁଗୁଡାରୁ ୧୨, ରାୟଗଡାରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଦେଓଗଡରୁ ୯, ନୟାଗଡରୁ ୯, ସୋନପୁରରୁ ୮, ମାଲକାନଗିରରୁ ୬, ଗଜପତିରୁ ୩, ବୌଦ୍ଧରୁ ୨ , ଷ୍ଟେଟପୁଲରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri