ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨, ପୁରୀରୁ ୫୨, ବଲାଙ୍ଗୀରରୁ ୪୩, ବରଗଡରୁ ୪୦, କଳାହାଣ୍ଡିରୁ ୩୭, ସମଲପୁରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ୩୪, ଭଦ୍ରକରୁ ୩୨, ନୂଆପଡାରୁ ୩୨, ଯାଜପୁରରୁ ୩୦, ନବରଙ୍ଗପୁରରୁ ୩୦, ଢେଙ୍କାନାଳରୁ ୨୦, କନ୍ଧମାଳରୁ ୧୮, କୋରାପୁଟରୁ ୧୮, ନୟାଗଡରୁ ୧୫, ଗଞ୍ଜାମରୁ ୧୪, ଝାରସୁଗୁଡାରୁ ୧୪, ମାଲକାନଗିରିରୁ ୧୦, ବୌଦ୍ଧରୁ ୭, ଗଜପତିରୁ ୭, ସୋନପୁରରୁ ୫, ଦେବଗଡରୁ ୪ ଓ ରାୟଗଡାରୁ ୪ କରୋନାରୁ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?