ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱରରୁ ୭୧, ସୁନ୍ଦରଗଡରୁ ୬୩, ପୁରୀରୁ ୫୦, କଳାହାଣ୍ଡିରୁ ୪୪, କେନ୍ଦ୍ରାପଡାରୁ ୪୨, କୋରାପୁଟରୁ ୩୩, ନୟାଗଡରୁ ୩୩, ଢେଙ୍କାନାଳରୁ ୨୮, ଗଜପତିରୁ ୨୫, ନବରଙ୍ଗପୁରରୁ ୨୫, ସମ୍ବଲପୁରରୁ ୨୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ୨୦, ଝାରସୁଗୁଡାରୁ୧୯, ମୟୁରଭଞ୍ଜରୁ ୧୮, ନୂଆପଡାରୁ ୧୬, କନ୍ଧମାଳରୁ ୧୨, କେନ୍ଦୁଝରରୁ ୧୨, ରାୟଗଡାରୁ ୧୦, ଜଗତସିଂହପୁରରୁ ୯, ବଲାଙ୍ଗୀରରୁ ୮, ବରଗଡରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୩୯୨୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?