Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬, କଟକରୁ ୯୯, ବଲାଙ୍ଗୀରରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡାରୁ ୭୦, ପୁରୀରୁ ୬୩, ଜଗତସିଂହପୁରରୁ ୫୬, କେନ୍ଦୁଝରରୁ ୫୫, ମୟୂରଭଞ୍ଜରୁ ୫୫, ବାଲେଶ୍ୱରରୁ ୪୫, ଯାଜପୁରରୁ ୪୩ ଜଣ ପଜିଟିଭ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଝାରସୁଗୁଡାରୁ ୪୧, ସମ୍ବଲପୁରରୁ ୩୩, ନବରଙ୍ଗପୁରରୁ ୩୧, ଭଦ୍ରକରୁ ୩୦, ଅନଗୋଳରୁ ୨୮, କଳାହାଣ୍ଡିରୁ ୨୭, ଗଞ୍ଜାମରୁ ୨୫, କନ୍ଧମାଳରୁ ୨୧, କୋରାପୁଟରୁ ୨୧, ମାଲକାନଗିରିରୁ ୨୧, ଢେଙ୍କାନାଳରୁ ୨୦, ସୋନପୁରରୁ ୧୯, ନୟାଗଡରୁ ୯, ଦେବଗଡରୁ ୮ ଓ ରାୟଗଡାରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ...

ଶ୍ରାବଣରେ ମୁଣ୍ଡଫଟା ଖରା, ମରୁଡି ଆଶଙ୍କା

ଖଣ୍ଡପଡା,୨୪ା୭(ସ୍ବ.ପ୍ର.): ଗତ କିଛିଦିନ ହେବ ନୟାଗଡ଼ ଜିଲାରେ ବର୍ଷା ଉଭାନ ହୋଇଯାଇଛି। ଏହାକୁ ନେଇ ଚାଷୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି ା ମୌସୁମୀ...

ବିଜେଡି ରଣନୀତି ଆଗରେ ବିରୋଧୀ ଦଳ ଫିକା

ଖୋର୍ଦ୍ଧା ଅଫିସ, ୩ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଖୋର୍ଦ୍ଧା ଜିଲାରେ ପ୍ରଚାର ଜମି ଆସିଲାଣି। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର...

ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ...

ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ, ପ୍ରଥମ ଦିନରେ ଟିକା ନେଲେ ୮୧%

ଭୁବନେଶ୍ୱର, ୭।୨(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। ପ୍ରଥମ ଦିନରେ ଟିକାକରଣରେ ରାଜ୍ୟର...

ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦାବି

ଛତ୍ରପୁର,୧୧।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ହୋଇଥିଲେ ମଧ୍ୟ ବ୍ରହ୍ମପୁରଠାରେ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ରହିଛି। ଛତ୍ରପୁରରେ ଉପଖଣ୍ଡ ହସ୍ପିଟାଲ ରହିଛି। ଏହାକୁ ଜିଲା ହେଡକ୍ୱାର୍ଟର...

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି...

ମିଳିଲା କ୍ଷମତା: ଜବରଦଖଲ ଉଚ୍ଛେଦ କରିପାରିବେ ତହସିଲଦାର

ଭୁବନେଶ୍ୱର,୧୫।୯(ବ୍ୟୁରୋ): ସର୍ବସାଧାରଣ ସ୍ଥାନରୁ ଜବରଦଖଲ ଉଚ୍ଛେଦ କରିବା ଲାଗି ରାଜ୍ୟ ସରକାର ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଇଷ୍ଟେଟ ଅଫିସର କ୍ଷମତା ପ୍ରଦାନ କରିଛନ୍ତି। ଏ...

Advertisement
Archives

Model This Week