ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ ୫୪, ନୂଆପଡାରୁ ୫୨, ବରଗଡରୁ ୪୯, କେନ୍ଦୁଝରରୁ ୪୫, ସମ୍ବଲପୁରରୁ ୩୮, ମୟୂରଭଞ୍ଜରୁ ୩୫, ବାଲେଶରରୁ ୩୪ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଯାଜପୁରରୁ ୩୪, କଳାହାଣ୍ଡିରୁ ୩୪, ନୟାଗଡରୁ ୩୧, ଭଦ୍ରକରୁ ୨୮, ଢେଙ୍କାନାଳରୁ ୧୬, କୋରାପୁଟରୁ ୧୬, ଝାରସୁଗୁଡାରୁ ୧୫, ମାଲକାନଗିରିରୁ ୧୫, ନବରଙ୍ଗପୁରରୁ ୧୫, ଗଞ୍ଜାମରୁ ୧୪, ସୋନପୁରରୁ ୧୧, କନ୍ଧମାଳରୁ ୯, ଗଜପତିରୁ ୬, ରାୟଗଡାରୁ ୬, ଦେବଗଡରୁ ୩ ଓ ବୌଦ୍ଧରୁ ୩, ଷ୍ଟେଟପୁଲରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri