Posted inରାଜ୍ୟ

କଟକରୁ ଆଜି ଆଉ ୧୩୯ ପଜିଟିଭ ଚିହ୍ନଟ

କଟକ ଅଫିସ,୨୮।୯-କଟକ ସହରରୁ ଆଜି ଆଉ ୧୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୩୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩ ରହିଛି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୧୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୮୯୦୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୪୬ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୭୦୩ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri