ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୩୦୪ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ୧, କଟକରୁ ୩, ଖୋର୍ଦ୍ଧାରୁ ୧ ଓ ନୂଆପଡ଼ାରୁ ୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨,...

ହାଇଦର ପୁଅଙ୍କ ଜାମିନ ଆବେଦନ ଖାରଜ

କେନ୍ଦ୍ରାପଡ଼ା ଅଫିସ, ୨୯ା୭: ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦର ଅଲ୍ଲୀଙ୍କର ଗତ ୨୪ତାରିଖରେ ପୋଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ପାରମ୍ପରିକ ସଂସ୍କାର କାର୍ଯ୍ୟକ୍ରମରେ...

ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍‌ଟିଏଫ୍‌ ଟିମ୍‌ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ...

ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ...

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ...

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ...

ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।...

ଯାଜପୁର: ବ୍ରହ୍ମବରଦାରୁ ଉଠିଲା ସଟ୍‌ଡାଉନ୍‌, ଲକ୍‌ଡାଉନ୍‌ ବଳବତ୍ତର; ଖୋଲିଲା କିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ

ରସୁଲପୁର,୧୩ା୪(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମବରଦା ଅଞ୍ଚଳର ୩କିମି...

Advertisement
Archives

Model This Week