ଭୁବନେଶ୍ୱରରୁ ଆଜି ୧୪ ପଜିଟିଭ ଚିହ୍ନଟ: ଲୋକାଲ କେସ୍‌ ୯

ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୮୮୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୩୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଘରେ ଶିକ୍ଷାଦାନ

ପବିତ୍ରନଗର,୧୯।୪(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ଗ୍ରାମର ସ୍କୁଲ ପ୍ରାଙ୍ଗଣରେ ଏକ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାୟ ୩ ବର୍ଷରୁ ଊଦ୍ଧର୍‌ବ ହେବ ନିର୍ମାଣ...

ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ...

ମାନସିକସ୍ଥିତି ହରାଇ ଶିକୁଳିରେ ବିତୁଛି ଜୀବନ

କୁଜଙ୍ଗ,୨୭ା୬(ଡି.ଏନ୍‌.ଏ.): ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାନସିକ ସ୍ଥିତି ହରାଇବା ପରେ ବାରମ୍ବାର ଆତ୍ମହତ୍ୟା ଉଦ୍ୟମ କରିବାରୁ ଓ ଘର ଛାଡି ପଳାଇବାକୁ ଉଦ୍ୟମ କରିବାକୁ ଜଣେ...

ବିଜେଡିରେ ଯୋଗଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସୁନ୍ଦରଗଡ଼ ତଳସରାର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଡାକ୍ତର ପ୍ରଫୁଲ୍ଲ ମାଝି ଶୁକ୍ରବାର ବିଜେଡିରେ ଯୋଗଦେଇଛନ୍ତି। ଗତ ୬ ତାରିଖରେ ସେ...

ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ...

ବିଏସ୍‌କେୱାଇରେ ୧୨ ମାସରେ ଚିକିତ୍ସିତ ହେଲେଣି ୬.୩୧ ଲକ୍ଷ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ବିଶେଷ ଅଗ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ...

ଦୁଇ ନାବାଳିକାଙ୍କୁ ବାନ୍ଧି ଗଣବଳାତ୍କାର

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସୋମବାର ଭୁବନେଶ୍ୱର ପଟିଆ ରେଳ ଷ୍ଟେଶନ ନିକଟରେ ଦୁଇ ନାବାଳିକାଙ୍କ ହାତଗୋଡ଼ ବାନ୍ଧି ରାତିସାରା ଗଣ ବଳାତ୍କାର...

ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍‌

କୋଟଗଡ଼, ୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା...

Advertisement
Archives

Model This Week