ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୬।୧୦: ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ ଜଣାପଡ଼ିଛି। ପାର୍ବଣରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଚାଲିଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଆଶଙ୍କା କରି ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଆଜି ସନ୍ଧ୍ୟା ୭ଟାରୁ ଆସନ୍ତା ୧୫ ତାରିଖ ସକାଳ ୬ଟା ଯାଏ ବାଣପୁର କଲେଜ ଛକରୁ ମା’ଙ୍କ ମନ୍ଦିର ଯାଏ ୧୪୪ ଧାରା ଜାରି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଗ୍ୟାସ ଟ୍ୟାଙ୍କର

ଜୟପୁର,୨୧।୪(ଡି.ଏନ୍‌.ଏ): କୋରାପୁଟ ଓ ଜୟପୁର ଘାଟି ମଧ୍ୟରେ ବାରିଣୀପୁଟ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ବାରିଣୀପୁଟ ନିକଟସ୍ଥ...

କରୋନାରେ ସିଏମ୍‌ସି ଅଧିକାରୀଙ୍କ ମୃତ୍ୟୁ

କଟକ ଅଫିସ, ୫।୧୦-କଟକ ମହାନଗର ନିଗମ (ସିଏମ୍‌ସି) ପରିସଂଖ୍ୟାନ ଅଧିକାରୀ ବିଶ୍ୱନାଥ ଲେଙ୍କା(୪୯)ଙ୍କ କରୋନାରେ ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ...

ପଲିଥିନ୍‌ ଖାଇ ଏକାଧିକ ଗୋରୁଙ୍କ ମୃତ୍ୟୁ ଅଭିଯୋଗ: ବ୍ୟବଚ୍ଛେଦ ବେଳେ ପେଟରୁ ବାହାରିଲା କୁଢ଼କୁଢ଼ ଆବର୍ଜନା

ଦାରିଙ୍ଗବାଡ଼ି,୧୬ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ ଚଳିତ ପହିଲାରେ ଶେଷ ହୋଇଛି। ଡିସେମ୍ବର ପହିଲାରୁ ଆରମ୍ଭ ହୋଇଥିବା ଏହି ରିଟ୍ରିଟ୍‌ ୩ ମାସ ଧରି...

ମାନବିକତା ଦେଖାଇଲେ ଜିଲାପାଳ: ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ

ଶେରଗଡ଼,୨୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ମାରୁ ଗ୍ରାମ ଛକରେ ରବିବାର ପୂର୍ବାହ୍ନରେ ଏକ ବାଇକ୍‌ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଶିବ ପ୍ରଧାନ...

୨୮ରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ, ପ୍ରସ୍ତୁତି ଶେଷ

ରାଜନଗର, ୨୭।୧୦ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଅଧୀନ ମହିଷାସୁର ପଞ୍ଚାୟତ ପଡ଼ିଆଠାରେ ୨୮ ତାରିଖଠାରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ...

ଟାଟା ପ୍ରକଳ୍ପ ଆଗରେ ଧାରଣା: ନିଯୁକ୍ତି ଦିଅ ନଚେତ ଜମି ଛାଡ଼

ଛତ୍ରପୁର,୧୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଟାଟା ପ୍ରକଳ୍ପ ପାଇଁ ବିସ୍ଥାପିତ ତଥା ତାଲିମପ୍ରାପ୍ତ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି ଦାବି ହୋଇଛି। ଏ ନେଇ କମ୍ପାନୀ ଫାଟକ...

୫୦ ଦୋକାନ ଭାଙ୍ଗିଲା ବିଡିଏ

ଫୁଲନଖରା,୨୩।୯(ଡି.ଏନ.ଏ): ବିଏମ୍‌ସି ୪ ନମ୍ବର ୱାର୍ଡସ୍ଥିତ ନଖରା ମୌଜାର ଫୁଲନଖରା ଡିଷ୍ଟ୍ରିବୁଟାରୀ କେନାଲ ପାର୍ଶ୍ୱ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜାଗାରେ ବେଆଇନ ଭାବେ ଗଢି...

ମଞ୍ଜୁରୀ ମୌଜାରୁ ମୋରମ ଉତ୍ତୋଳନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା, ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ଯାଜପୁର ରୋଡ୍‌,୨୧।୮ (ଡି.ଏନ୍‌.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ମଞ୍ଜୁରୀ ମୌଜାର ଏକ ଜଙ୍ଗଲ କିସମ ଜମିରେ ପୋଖରୀ ଖନନ କରିବାକୁ ପ୍ରଥମେ ଅନୁମତି...

Advertisement
Archives

Model This Week