Posted inରାଜ୍ୟ

କଟକ ସହରରୁ ୧୪୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୯।୧୦-କଟକ ସହରରୁ ଶୁକ୍ରବାର ମୋଟ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ସିଡିଏ ସେକ୍ଟର-୭ରୁ ୧୦, ବିଡାନାସୀରୁ ୯, ପାଟପୋଖରୀରୁ ୩, ଦେଉଳି ସାହି ତୁଳସୀପୁରରୁ ୩, କ୍ୟାଣ୍ଟନମେଣ୍ଟ ରୋଡରୁ ୨, କଲ୍ୟାଣୀ ନଗରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୬୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଗତପୁରରୁ ୭, ତୁଳସୀପୁରରୁ ୬, ସିଡିଏ ସେକ୍ଟର ୬ରୁ ୪, ମହାନଦୀ ବିହାରରୁ ୪, କଲ୍ୟାଣୀ ନଗରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri