ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୩ ହଜାର ୧୬୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୧, ଭଦ୍ରକରୁ ୨, ବଲାଙ୍ଗିରରୁ ୧, କଟକରୁ ୧୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଯାଜପୁରରୁ ୩, କେନ୍ଦ୍ରାପଡ଼ାରୁ ୩, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୩, ପୁରୀରୁ ୪ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୯ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପିଟାଲ ହସ୍ପିଟାଲରେ ପୁଣି ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଆଖି ଅପରେଶନ ବେଳେ ଜୀବନ ଗଲା; ଭୁଲ୍‌ ଇଞ୍ଜେକ୍ସନ ଦିଆଯାଇଥିବା ଅଭିଯୋଗ

ଭୁବନେଶ୍ୱର, ୧୪।୭(ବ୍ୟୁରୋ)- ରୋଗୀଙ୍କୁ ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥିବା କ୍ୟାପିଟାଲ ହସ୍ପିଟାଲରେ ଶନିବାର ଆଉ ଏକ ଦୁଃଖଦ ଘଟଣା ଘଟିଛି।...

ପଦକ୍ଷେପ ବଦଳରେ ଦୋଷୀକୁ ଦୟା

ଭୁବନେଶ୍ୱର, ୨୨ା୩(ବ୍ୟୁରୋ):ବଡ଼ଗଡ଼ ଥାନା ଅନ୍ତର୍ଗତ ବ୍ରହ୍ମେଶରବାଗ ଅଞ୍ଚଳରେ ଏକ ନିର୍ମାଣାଧୀନ ସ୍ବେରେଜ ଲାଇନ୍‌ ଚାମ୍ବରରେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ଏହି ସ୍ବରେଜ...

ରାଜ୍ୟରେ ସ୍ଥାପନ ହେବ ହାଇଡ୍ରୋଜେନ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):ରାଜ୍ୟରେ ସବୁଜ ଶକ୍ତି ଓ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ ହେବ। ଏ ନେଇ ଲୋକସେବା ଭବନଠାରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ) ଏବଂ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ...

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ...

ସୁରକ୍ଷା ଲୋଡ଼ିଲେ ୨୭ ବିରୋଧୀ ବିଧାୟକ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଖଣି ଓ ବାଲି ମାଫିଆଙ୍କ ଟାର୍ଗେଟରେ ଥିବା ବିରୋଧୀ ଦଳର ୨୭ଜଣ ବିଧାୟକ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ବାଚସ୍ପତିଙ୍କ...

ସେବାୟତଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ: ସାନିଟାଇଜ୍‌ ହେବ ପୁରୀ ସହର

ପୁରୀ ଅଫିସ, ୨୪।୬: ଦ୍ୱିତୀୟ ଥର ଲାଗି ଶ୍ରୀମନ୍ଦିର ସେବାୟତଙ୍କର କରୋନା ଟେଷ୍ଟ ହେବ। ଆସନ୍ତା ୨୮ ତାରିଖ ରଥ ଦକ୍ଷିଣ ମୋଡ଼ ପୂର୍ବରୁ ଏହି...

ରାଜ୍ୟରେ ସାମ୍ବିଧାନିକ ଶାସନ ଚାଲୁନାହିଁ: ମୋହନ

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ଏସ୍‌ଟି କମିଶନ ସଦସ୍ୟ ଅନନ୍ତ ନାୟକ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜନଶୁଣାଣି ପାଇଁ ଯାଇଥିଲେ। ବଳଭଦ୍ରପୁର...

ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ...

Advertisement
Archives

Model This Week