Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୧୪୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ ା୧୧(ବ୍ୟୁରୋ)- ରାଜ୍ୟରେ ଗୁରୁବାର ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ ୩୨, ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩ ଓ ଦେବଗଡରୁ ୧୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ, ଷ୍ଟେଟପୁଲରୁ ୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତାଟା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri