Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୧୪୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ ା୧୧(ବ୍ୟୁରୋ)- ରାଜ୍ୟରେ ଗୁରୁବାର ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ ୩୨, ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩ ଓ ଦେବଗଡରୁ ୧୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ, ଷ୍ଟେଟପୁଲରୁ ୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri