ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪, ଝାରସୁଗୁଡାରୁ ୫୪, ବରଗଡରୁ ୫୩, ଜଗତସିଂହପୁରରୁ ୫୩, ନବରଙ୍ଗପୁରରୁ ୪୭, ଯାଜପୁରରୁ ୪୨, ମୟୂରଭଞ୍ଜରୁ ୪୨, କେନ୍ଦୁଝରରୁ ୪୧, ଗଞ୍ଜାମରୁ ୩୯, ନୂଆପଡାରୁ ୩୬, କଳାହାଣ୍ଡିରୁ ୩୪, ବୌଦ୍ଧରୁ ୩୨, ସମ୍ବଲପୁରରୁ ୩୨, ମାଲକାନଗିରିରୁ ୨୭ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ ୨୫, କୋରାପୁଟରୁ ୨୪, ନୟାଗଡରୁ ୨୪, ଦେବଗଡରୁ ୧୬, ଢେଙ୍କାନାଳରୁ ୧୫, କନ୍ଧମାଳରୁ ୧୫, ସୋନପୁରରୁ ୧୫, ଗଜପତିରୁ ୭ ଓ ଷ୍ଟେଟ ପୁଲରୁ ୬୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri