କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚାଉଳିଆଗଞ୍ଜରୁ ୫, ନୟା ବଜାରରୁ ୫, ଗୋପାଳପୁରରୁ ୪, ତୁଳସୀପୁରରୁ ୩, ବଜ୍ରକବାଟୀ ରୋଡରୁ ୨, ମାଲଗୋଦାମରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୬୬ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ନୟାବଜାରରୁ ୭, ଚାଉଳିଆଗଞ୍ଜରୁ ୬, ତୁଳସୀପୁରରୁ ୫, ବିଡାନାସୀରୁ ୪, ମହାନଦୀ ବିହାରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...

ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ: ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା

ଭୁବନେଶ୍ୱର,୧୯ା୪(ବ୍ୟୁରୋ) : ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ବିଶ୍ୱ ତଥା ଜାତୀୟସ୍ତରରେ କରୋନା ସଂକ୍ରମିତଙ୍କ ଦେଖିଲେ ରାଜ୍ୟରେ ଏହା ନିିୟନ୍ତ୍ରଣରେ...

ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା...

ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି: ଆନ୍ଧ୍ରପ୍ରଦେଶ ବିଏଡ୍‌ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶରେ ବିଏଡ୍‌ ଶିକ୍ଷା କରୁଥିବା ଓଡ଼ିଶାର ୩୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି ସେଠାକାର...

ଫିଲ୍ମ, ଧାରାବାହିକ ଶୁଟିଂ ପାଇଁ ଏସ୍‌ଓପି

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ଓଡ଼ିଆ ଫିଲ୍ମ ଏବଂ ଧାରାବାହିକର ଶୁଟିଂ ପାଇଁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଷ୍ଟାଣ୍ଡାର୍ଡ...

ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍‌କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର କରିିଛି। ଶନିବାର...

ଟେନିସ୍‌ ଖେଳାଯିବା ନେଇ ଆଶଙ୍କା ପ୍ରକାଶ କଲେ ଓ୍ବିମ୍ବେଲଡନ ମୁଖ୍ୟ

ଲଣ୍ଡନ,୩।୪(ଏଏଫ୍‌ପି)- ଚଳିତବର୍ଷ ଅର୍ଥାତ୍‌ ୨୦୨୦ରେ ଟେନିସ ଖେଳାଯାଇପାରିବ ନାହିଁ ବୋଲି ଓ୍ବିମ୍ବେଲଡନ ମୁଖ୍ୟ ରିଚାର୍ଡ ଲୁଇସ୍‌ ଆଶଙ୍କା ପ୍ରକାଶ କରିଛନ୍ତି। ଚଳିତବର୍ଷ ସମ୍ପୂର୍ଣ୍ଣ ରୂପେ ଟେନିସ...

ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି

ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା...

Advertisement


Archives

Model This Week

Why Dharitri