କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚାଉଳିଆଗଞ୍ଜରୁ ୫, ନୟା ବଜାରରୁ ୫, ଗୋପାଳପୁରରୁ ୪, ତୁଳସୀପୁରରୁ ୩, ବଜ୍ରକବାଟୀ ରୋଡରୁ ୨, ମାଲଗୋଦାମରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୬୬ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ନୟାବଜାରରୁ ୭, ଚାଉଳିଆଗଞ୍ଜରୁ ୬, ତୁଳସୀପୁରରୁ ୫, ବିଡାନାସୀରୁ ୪, ମହାନଦୀ ବିହାରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri