ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮, ପୁରୀରୁ ୬୩, ବରଗଡରୁ ୬୧, ବାଲେଶ୍ୱରରୁ ୫୯, ବଲାଙ୍ଗୀରରୁ ୫୫, ନୟାଗଡରୁ ୪୯, ଯାଜପୁରରୁ ୩୮, କେନ୍ଦୁଝରରୁ ୩୩, ସମ୍ବଲପୁରରୁ ୩୩, କଳାହାଣ୍ଡିରୁ ୩୧, ମାଲକାନଗିରିରୁ ୨୯, ସୋନପୁରରୁ ୨୩, ନବରଙ୍ଗପୁରରୁ ୨୦, କୋରାପୁଟରୁ ୧୯, ଗଞ୍ଜାମରୁ ୧୮, ଝାରସୁଗୁଡାରୁ ୧୭, ରାୟଗଡାରୁ ୧୩, କନ୍ଧମାଳରୁ ୧୧, ଭଦ୍ରକରୁ ୧୦, ଦେବଗଡରୁ ୪, ଗଜପତିରୁ ୩ ଏବଂ ଷ୍ଟେଟପୁଲରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri