ରାଜ୍ୟରେ ସୁସ୍ଥ ହେଲେ ୧୫୨୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୭, ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୋଳରୁ ୭୦, ଯାଜପୁରରୁ ୬୦, ବରଗଡରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗୀରରୁ ୪୨, ଭଦ୍ରକରୁ ୪୧, କେନ୍ଦ୍ରାପଡାରୁ ୪୧, ସମ୍ବଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୟାଗଡରୁ ୨୬, କନ୍ଧମାଳରୁ ୨୩, ଝାଡସୁଗୁଡାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୧୫, ଦେଓଗଡରୁ ୧୩, ଗଜପତିରୁ ୬, ଷ୍ଟେଟପୁଲରୁ ୩୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

https://twitter.com/HFWOdisha/status/1323271460685705216


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?