ରାଜ୍ୟରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮, କଟକରୁ ୯୯, ସମ୍ବଲପୁରରୁ ୮୯, ଢେଙ୍କାନାଳରୁ ୭୨, ମାଲକାନଗିରିରୁ ୬୪, ବାଲେଶ୍ୱରରୁ ୬୩, କନ୍ଧମାଳରୁ ୬୨, ପୁରୀରୁ ୫୯, କୋରାପୁଟରୁ ୪୧, ମୟୂରଭଞ୍ଜରୁ ୩୯, ଭଦ୍ରକରୁ ୩୮, ଗଜପତିରୁ ୩୨, ବଲାଙ୍ଗୀରରୁ ୨୬, ରାୟଗଡାରୁ ୨୦, ଜଗତସିଂହପୁରରୁ ୧୮, ଝାଡସୁଗୁଡାରୁ ୧୭, ଯାଜପୁରରୁ ୧୬, କେନ୍ଦ୍ରାପଡାରୁ ୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ୧୬, ବୌଦ୍ଧରୁ ୧୫, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡାରୁ ୬ ଜଣ ଲେଖାଏ, ବରଗଡ, ସୋନପୁରରୁ ୫ ଜଣ ଲେଖାଏ, ଅନୁଗୋଳରୁ ୪, ନୟାଗଡରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୪୨୨୭୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri